ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଦୁଇ ବର୍ଷ ପରେ ଦୟାନଦୀ ପଠାରେ ଭୁବନେଶ୍ବର ବାଲିଯାତ୍ରା ଅନୁଷ୍ଠିତ ହେବ। ୮ ଦିନ ଧରି ଚାଲିବାକୁ ଥିବା ଏହି ମେଳାରେ ୩୦୦ରୁ ଊର୍ଦ୍ଧ୍ବ ଷ୍ଟଲ୍ ପଡ଼ିବା ସହ ପ୍ରତିଦିନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ।
ଦୁଇ ବର୍ଷ ପରେ ଦୟାନଦୀ ପଠାରେ ଭୁବନେଶ୍ବର ବାଲିଯାତ୍ରା ଅନୁଷ୍ଠିତ ହେବ। ୮ ଦିନ ଧରି ଚାଲିବାକୁ ଥିବା ଏହି ମେଳାରେ ୩୦୦ରୁ ଊର୍ଦ୍ଧ୍ବ ଷ୍ଟଲ୍ ପଡ଼ିବା ସହ ପ୍ରତିଦିନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ। ସେହିପରି ପିଲାଙ୍କ ମନୋରଞ୍ଜନ ପାଇଁ ମୀନାବଜାରର ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହି ଉତ୍ସବ ପାଇଁ ରାଜଧାନୀବାସୀଙ୍କ ମଧ୍ୟରେ ଏବେଠୁ ଉତ୍କଣ୍ଠା ଦେଖାଦେଲାଣି। ପ୍ରବଳ ଜନସମାଗମ ସମ୍ଭାବନା ଥିବାରୁ ମେଳାକୁ ଶାନ୍ତିଶୃଙ୍ଖଳାର ସହସମାପନ କରିବାକୁ କମିସନରେଟ୍ ପୁଲିସ ଅଣ୍ଟା ଭିଡ଼ିଛି।ଏନେଇ ଆଜି ଡିସିପି ପ୍ରତୀକ ସିଂଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଡିସିପିଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବିଧାୟକ ସୁଶାନ୍ତ ରାଉତ ଓ ବାଲିଯାତ୍ରା କମିଟିର କର୍ମକର୍ତ୍ତା ଯୋଗ ଦେଇ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ବିଶେଷକରି ଆଇନଶୃଙ୍ଖଳା, ଟ୍ରାଫିକ ସମସ୍ୟା ଓ ପାର୍କିଂ ଆଦି ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ବୈଠକରେ ଅତିରିକ୍ତ ଡିସିପି, ଏସିପି ଜୋନ୍-୫, ଟ୍ରାଫିକ ଡିସିପିଙ୍କ ସମେତ ମଞ୍ଚେଶ୍ୱର ଥାନା ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।