ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ଚଳିତବର୍ଷର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଜୁନ ୨୦ରେ ହେବାକୁ ଯାଉଛି। ଦାରୁବ୍ରହ୍ମଙ୍କ ଘୋଷଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ ଆୟୋଜନ ପାଇଁ ଅନୁଷ୍ଠିତ ହୋଇଯାଇଛି ପ୍ରାଥମିକ ପ୍ରସ୍ତୁତି ବୈଠକ ।
ଚଳିତବର୍ଷର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଜୁନ ୨୦ରେ ହେବାକୁ ଯାଉଛି। ଦାରୁବ୍ରହ୍ମଙ୍କ ଘୋଷଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ ଆୟୋଜନ ପାଇଁ ଅନୁଷ୍ଠିତ ହୋଇଯାଇଛି ପ୍ରାଥମିକ ପ୍ରସ୍ତୁତି ବୈଠକ । ପ୍ରାଥମିକ ପ୍ରସ୍ତୁତି ବୈଠକରେ ଜିଲ୍ଲାପାଳ ସମର୍ଥ ବର୍ମା ଅଧ୍ୟକ୍ଷତା କରିଛନ୍ତି । ଗତବର୍ଷ ରଥଯାତ୍ରାରେ ହୋଇଥିବା ତ୍ରୁଟି ବିଚ୍ୟୁତି ଓ ସମସ୍ୟାକୁ ସୁଧାରି ସମସ୍ତ ବିଭାଗ ନିଜ ନିଜ ପ୍ରସ୍ତୁତି ଓ ଆକ୍ସନ ପ୍ଲାନ ଚୂଡ଼ାନ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅକ୍ଷୟ ତୃତୀୟାଠାରୁ ସୁନାବେଶ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ନୀତିକାନ୍ତି, ଜନଗହଳି ନିୟନ୍ତ୍ରଣ, ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ ଓ ପରିମଳ ସହ ଆଇନ ଶୃଙ୍ଖଳା ନେଇ ପ୍ରଥମ ପ୍ରସ୍ତୁତି ବୈଠକରେ ବିସ୍ତୃତ ଭାବେ ଆଲୋଚନା କରାଯାଇଛି।
ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟମାନେ ରଥଯାତ୍ରା କିଭଳି ଯଥାଶୀଘ୍ର ୟୁନୋସ୍କୋ ଐତିହ୍ୟ ମାନ୍ୟତା ପାଇବଏନେଇ ଆଲୋଚନା କରିଥିଲେ। ଚଳିତ ବର୍ଷ ରଥଯାତ୍ରା ଜୁନ୍ ୨୦ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଦେବସ୍ନାନ ପୂର୍ଣ୍ଣିମା ଜୁନ ୪ ତାରିଖରେ ଅନୁଷ୍ଠିତ ହେବ।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।