News

ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

Untitled 1

ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା  । ରତ୍ନବେଦୀ ଛାଡି ଜନ୍ମବେଦୀକୁ ଯିବେ ତିନି ଠାକୁର । ଏଥିପାଇଁ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ଛୁଟିଛି ଶ୍ରୀମନ୍ଦିରରେ । ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ   ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  ସମଗ୍ର ଦେଶବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ରାଷ୍ଟ୍ରପତି ଓଡିଆ ଭାଷାରେ ଟ୍ୱିଟ୍ କରି ସମସ୍ତ ଦେଶବାସୀଙ୍କୁ ଘୋଷଯାତ୍ରାର ଅଭିନନ୍ଦନ ଜଣାଇଛନ୍ତି । ଏହା ସହିତ ମହାପ୍ରଭୁ ଜଗନ୍ନାଶଙ୍କ ଆର୍ଶୀବାଦରୁ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣନ୍ତୁ କାମନା କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ।

Capture
Capture

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଆଜି ଏହି ପାବନ୍ୟ ଅବସରରେ ସମଗ୍ର ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ, ଶାନ୍ତି ଓ ସମୃଦ୍ଧି ଆଣନ୍ତୁ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

Capture2
Capture2

ପଢନ୍ତୁ: ଶ୍ରୀଜିଉଙ୍କ ଦର୍ଶନ ଲାଗି ପୁରୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Related posts

କୋର୍ଟଙ୍କ ଅବମାନନା ଅଭିଯୋଗରେ ସୁପ୍ରିମକୋର୍ଟ ରାହୁଲଙ୍କୁ ଜାରି କଲେ କାରଣ ଦର୍ଶାଅ ନୋଟିସ

Ratnamani Moharana

ପୁଣି ଦେଖାଦେଲା ନିର୍ବାଚନୀ ହିଂସା

Ratnamani Moharana

ଡିସେମ୍ବର ପହିଲାରୁ ସମସ୍ତ ଚାରି ଚକିଆ ଯାନ ପାଇଁ ଫାସଟ୍ୟାଗ୍ ଲଗାଇବା ବାଧ୍ୟତାମୂଳକ

ENO Beuro

Leave a Comment