ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ଆଜି କଳିଙ୍ଗରେ ଦେଖିବାକୁ ମିଳିବ କଡ଼ା ଟକ୍କର । କଳିଙ୍ଗ ଷ୍ଟାଡିୟମରେ ପ୍ରୋ ଲିଗ ହକିରେ ସାମ୍ନା ସାମ୍ନି ହେବେ ଭାରତ ଓ ଜର୍ମାନୀ ମହିଳା ହକି ଟିମ୍ । ସ୍ପେନ୍ ବିପକ୍ଷରେ ଘରୋଇ ପ୍ରୋ ଲିଗ୍ ହକି ଅଭିଯାନ ଆରମ୍ଭ କରିଥିବା ଭାରତୀୟ ମହିଳା ଦଳ ଆଜି ଓ ଆସନ୍ତାକାଲି ବିଶ୍ୱର ୫ ନମ୍ବର ଟିମ୍ ଜର୍ମାନୀକୁ ଭେଟିବ ।
ଆଜି କଳିଙ୍ଗରେ ଦେଖିବାକୁ ମିଳିବ କଡ଼ା ଟକ୍କର । କଳିଙ୍ଗ ଷ୍ଟାଡିୟମରେ ପ୍ରୋ ଲିଗ ହକିରେ ସାମ୍ନା ସାମ୍ନି ହେବେ ଭାରତ ଓ ଜର୍ମାନୀ ମହିଳା ହକି ଟିମ୍ । ସ୍ପେନ୍ ବିପକ୍ଷରେ ଘରୋଇ ପ୍ରୋ ଲିଗ୍ ହକି ଅଭିଯାନ ଆରମ୍ଭ କରିଥିବା ଭାରତୀୟ ମହିଳା ଦଳ ଆଜି ଓ ଆସନ୍ତାକାଲି ବିଶ୍ୱର ୫ ନମ୍ବର ଟିମ୍ ଜର୍ମାନୀକୁ ଭେଟିବ । ଆଜି ସଂଧ୍ୟା ୫ଟାରେ ଖେଳାଯିବ ଏହି ମ୍ୟାଚ୍ । ଭାରତ ଶେଷ ଥର ଲାଗି ଜର୍ମାନୀ ବିପକ୍ଷରେ ଟୋକିଓ ଅଲିମ୍ପିକ୍ସରେ ଖେଳିଥିଲା । ୨୦୦୬ ପରଠାରୁ ଉଭୟ ଦଳ ୫ ଥର ମୁହାଁମୁହିଁ ହୋଇଛନ୍ତି । ଏହି ୫ଟି ମୁକାବିଲାରେ ଭାରତ କେବଳ ଗୋଟିଏ ମ୍ୟାଚ୍ ଜିତିଛି । ଚଳିତ ପ୍ରୋ ଲିଗ୍ରେ ଭାରତ ପ୍ରଥମେ ଚୀନ୍ ବିପକ୍ଷରେ ଖେଳିଥିଲା ଏବଂ ଦୁଇଟି ଯାକ ମ୍ୟାଚ୍ ଜିତିଥିଲା । କଳିଙ୍ଗ ଷ୍ଟାଡିୟମରେ ସ୍ପେନ୍ ବିପକ୍ଷ ପ୍ରଥମ ମ୍ୟାଚରେ ୨-୧ରେ ଜିତିଥିଲା ବେଳେ ଦ୍ବିତୀୟ ମ୍ୟାଚକୁ ୩-୪ରେ ହାରିଥିଲା । ତେବେ ଆଜି କଳିଙ୍ଗ ଷ୍ଟାଡିୟମରେ ସ୍ପେନ ବିପକ୍ଷରେ ମ୍ୟାଚରେ ବିଜୟ ଲାଭ କରି ଅଲମ୍ପିକ୍ସର ପରାଜୟର ବଦଲା ନେବାକୁ ଚେଷ୍ଟା କରିବ ଟିମ୍ ଇଣ୍ଡିଆ ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।