ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ପୁରୀ ସ୍ୱର୍ଗଦ୍ୱାରରୁ ହଟିଲା କଟକଣା। ବାହାର ଜିଲ୍ଲାର ଶବ ସତ୍କାର ନେଇ ଜାରି ରହିଥିବା କଟକଣାକୁ ଜିଲ୍ଲା ପ୍ରଶାସନ ହଟାଇ ଦେଇଛି।
ପୁରୀ ସ୍ୱର୍ଗଦ୍ୱାରରୁ ହଟିଲା କଟକଣା। ବାହାର ଜିଲ୍ଲାର ଶବ ସତ୍କାର ନେଇ ଜାରି ରହିଥିବା କଟକଣାକୁ ଜିଲ୍ଲା ପ୍ରଶାସନ ହଟାଇ ଦେଇଛି। ବାହାର ଜିଲ୍ଲାର ଅଣକୋଭିଡରେ ମୃତ ବ୍ୟକ୍ତିଙ୍କ ଏବଂ ବାହାର ରାଜ୍ୟର ମୃତକଙ୍କ ସତ୍କାର ନେଇ ପୂର୍ବରୁ ଜାରି ହୋଇଥିବା କଟକଣାକୁ ପୁରୀ ଜିଲ୍ଲା ପ୍ରଶାସନ ହଟାଇ ଦେଇଛି। ପୁରୀ ଜିଲ୍ଲାରେ କୋଭିଡ ସଂକ୍ରମିତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ପାଇବା ପରେ ଏହି ନିୟମକୁ କୋହଳ କରାଯାଇଛି। ତେବେ କୋଭିଡ ନିୟମାବଳୀ ଅନୁପାଳନ ପୂର୍ବକ ସର୍ବାଧିକ ୧୦ ଜଣଙ୍କ ଉପସ୍ଥିତିରେ ଶବ ସତ୍କାର କରିପାରିବେ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।