ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଗତ ୪ବର୍ଷ ତଳେ 'ମୋଦି' ସାଙ୍ଗିଆକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଥିଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏହି ମାମଲାର ଶୁଣାଣିରେ ରାହୁଲଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି ଗୁଜୁରାଟ ହାଇକୋର୍ଟ।
ଗତ ୪ବର୍ଷ ତଳେ 'ମୋଦି' ସାଙ୍ଗିଆକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଥିଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏହି ମାମଲାର ଶୁଣାଣିରେ ରାହୁଲଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି ଗୁଜୁରାଟ ହାଇକୋର୍ଟ। ତେବେ ଦୋଷୀ ସାବ୍ୟସ୍ତ ହେବା ପରେ ରାହୁଲଙ୍କ ଲୋକସଭା ସଦସ୍ୟତା ରହିବ ନା ରଦ୍ଦ ହେବ ସେ ନେଇ ପ୍ରଶ୍ନ ଉଠିଛି । ନିୟମ ରହିଛି ଯଦି କୌଣସି ସାଂସଦଙ୍କୁ ଦୋଷୀ ସାବ୍ୟସ୍ତ କରାଯାଏ, ତେବେ ତାଙ୍କ ସଦସ୍ୟତା ରଦ୍ଦ କରାଯାଇଥାଏ ।ଅନ୍ୟପଟେ ସୁରଟ ସେସନ କୋର୍ଟଙ୍କ ରାୟ ବିରୋଧରେ ରାହୁଲ ଉପରିସ୍ଥ କୋର୍ଟରେ ଅପିଲ କରିବେ । ଯଦି ଉପରିସ୍ଥ କୋର୍ଟରେ ତାଙ୍କୁ ଆଶ୍ବସ୍ତି ନ ମିଳେ, ତେବେ ତାଙ୍କ ସଦସ୍ୟତା ପୁଣି ସଙ୍କଟକୁ ଆସିବାର ସମ୍ଭାବନା ରହିଛି । ଉପରିସ୍ଥ କୋର୍ଟରୁ ରାହୁଲଙ୍କୁ ଆଶ୍ବସ୍ତି ନ ମିଳିଲେ, ଅର୍ଥାତ ସେଠାରେ ମଧ୍ୟ ସେ ଦୋଷୀ ସାବ୍ୟସ୍ତ ହେବା ପରେ ତାଙ୍କ ସଦସ୍ୟତା ନେଇ ଲୋକସଭା ଅଧ୍ୟକ୍ଷ ନିଷ୍ପତ୍ତି ନେବେ ।
ସୂଚନାନୁସାରେ, ଦିଲ୍ଲୀ କଂଗ୍ରେସ ମୁଖ୍ୟାଳୟରେ ସଂଧ୍ୟା ୫ଟାରେ ବୈଠକ ବସିବ । ଏଥିପାଇଁ ଷ୍ଟିୟରିଂ କମିଟି ସଦସ୍ୟ, ପିସିସି ସଭାପତି, CLP ନେତାଙ୍କୁ ଡାକରା ହୋଇଛି। ଏହି ବୈଠକର ଅଧ୍ୟକ୍ଷତା ଦଳର ସଭାପତି ମଲ୍ଲିକାର୍ଜୁନ ଖଡ୍ଗେ କରିବେ। ରାହୁଲ ଗାନ୍ଧୀଙ୍କୁ ୨ ବର୍ଷ ଜେଲ୍ ଦଣ୍ଡାଦେଶର ସମୀକ୍ଷା ହୋଇପାରେ ବୋଲି ଜଣାପଡ଼ିଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।