Loading...

ଅକ୍ଟୋବର ଶେଷ ସପ୍ତାହରେ ଓଡ଼ିଶା ଆସିବେ ରାହୁଲ ଓ ପ୍ରିୟାଙ୍କା ଗାନ୍ଧୀ

ଅକ୍ଟୋବର ଶେଷ ସପ୍ତାହରେ ଓଡ଼ିଶା ଆସିବେ ରାହୁଲ ଓ ପ୍ରିୟାଙ୍କା ଗାନ୍ଧୀ

ଅକ୍ଟୋବରରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ। ଅକ୍ଟୋବର ଶେଷ ସପ୍ତାହରେ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ।

ଅକ୍ଟୋବରରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ। ଅକ୍ଟୋବର ଶେଷ ସପ୍ତାହରେ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ପ୍ରିୟଙ୍କା ଗାନ୍ଧୀ ବି ଅକ୍ଟୋବରରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏନେଇ ସୂଚନା ଦେଇଛନ୍ତି କଂଗ୍ରେସ ବିଧାୟକ ଅଧିରାଜ ପାଣିଗ୍ରାହୀ।୪ଟି ଜୋନରେ ବୈଠକ କରିବାକୁ ପ୍ରସ୍ତାବ ଦେଇଛି ରାଜ୍ୟ କଂଗ୍ରେସ। ଅକ୍ଟୋବର ଶେଷ ସପ୍ତାହରେ ରାହୁଲ ଓଡ଼ିଶା ଆସିବାକୁ ସହମତି ପ୍ରକାଶ କରିଛନ୍ତି। ତେବେ ପିସିସି ସଭାପତିଙ୍କ ସହ ଆଲୋଚନା ପରେ ଚୂଡାନ୍ତ ତାରିଖ ପ୍ରସ୍ତୁତ ହେବ। 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.