ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
କୁମାର ପୂର୍ଣ୍ଣିମାରେ ଭିଜିବ ଉପକୂଳ ଓଡ଼ିଶା । ଦକ୍ଷିଣ ବଙ୍ଗୋପସାଗର ମଧ୍ୟଭାଗରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ଏବେ ରାଜ୍ୟର କିଛି ସ୍ଥାନରେ ବର୍ଷା ଲାଗି ରହିଛି ।
କୁମାର ପୂର୍ଣ୍ଣିମାରେ ଭିଜିବ ଉପକୂଳ ଓଡ଼ିଶା । ଦକ୍ଷିଣ ବଙ୍ଗୋପସାଗର ମଧ୍ୟଭାଗରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ଏବେ ରାଜ୍ୟର କିଛି ସ୍ଥାନରେ ବର୍ଷା ଲାଗି ରହିଛି । ଏହି ଘୂର୍ଣ୍ଣିବଳୟ ଅଧିକ ସକ୍ରିୟ ହେବ । ପ୍ରଭାବରେ ରାଜ୍ୟରେ କାଲି ଓ ତାପରଦିନ ବଢ଼ିବ ବର୍ଷା ବିସ୍ତତି । ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ ।ଆସନ୍ତାକାଲିଠୁ ବଢ଼ିବ ବର୍ଷା ପରିମାଣ । ଆସନ୍ତାକାଲି ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷିବ । ସେହିପରି ୧୦ ତାରିଖରେ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ଦୁଇ ଦିନ ପାଇଁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ । ସତର୍କ ସୂଚନା ଜାରି ହୋଇଥିବା ଜିଲ୍ଲାର କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ । ତେଣୁ ଦୁର୍ଗାପୂଜା ଭଳି କୁମାରପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜା ମଧ୍ୟ ବର୍ଷା ପାଇଁ ଫିକା ପଡ଼ିଯାଇପାରେ ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।