ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ଆଜି କାଲି ଶୁଖିଲା ପାଗ ୧୮ରୁ ପୁଣି ବର୍ଷାରେ ଭିଜିବ ଓଡିଶା। ଆସନ୍ତା ଦୁଇଦିନ କାଁ ଭାଁ କିଛି ଜିଲ୍ଲାକୁ ଛାଡିଦେଲେ ବାକି ଅଧିକାଂଶ ଜିଲ୍ଲାରେ ରହିବ ଶୁଖିଲା ପାଗ।
ଆଜି କାଲି ଶୁଖିଲା ପାଗ ୧୮ରୁ ପୁଣି ବର୍ଷାରେ ଭିଜିବ ଓଡିଶା। ଆସନ୍ତା ଦୁଇଦିନ କାଁ ଭାଁ କିଛି ଜିଲ୍ଲାକୁ ଛାଡିଦେଲେ ବାକି ଅଧିକାଂଶ ଜିଲ୍ଲାରେ ରହିବ ଶୁଖିଲା ପାଗ। ଆସନ୍ତାକାଲିଠୁ ୧୭ ତାରିଖ ଯାଏ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।ତେବେ ୧୮ ତାରିଖ ଠାରୁ ପୁଣି ରାଜ୍ୟରେ ବଢିବ ବର୍ଷାର ପରିମାଣ। ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ସୂଚନାନୁସାରେ, ୧୮ ତାରିଖରୁ ରାଜ୍ୟରେ ପୁଣି ଭଲ ବର୍ଷିବ ବୋଲି କୁହାଯାଉଥିବା ବେଳେ ସେ ଦିନ ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା ଓ ଗଞ୍ଜାମ ଜିଲ୍ଲାର କେତେକାଂଶରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିଭଳି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ନବରଙ୍ଗପୁର ଓ କଳାହାଣ୍ଡି ଆଦି ଜିଲ୍ଲାରେ ୧୯ ତାରିଖ ଦିନ ଭଲ ବର୍ଷିବାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।