ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଜିଠୁ ୪ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଉତ୍ତର ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ଥିବା ବେଳେ କାଲି ମହାସପ୍ତମୀରେ ଭିଜିବ ସମ୍ପୂର୍ଣ୍ଣ ଉପକୂଳ ଓଡ଼ିଶା।
ବର୍ଷାରେ ଭିଜିବ ପାର୍ବଣ ! ଆଜିଠୁ ୪ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଉତ୍ତର ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ଥିବା ବେଳେ କାଲି ମହାସପ୍ତମୀରେ ଭିଜିବ ସମ୍ପୂର୍ଣ୍ଣ ଉପକୂଳ ଓଡ଼ିଶା। ସେହିପରି ମହାଷ୍ଟମୀରେ ୩ ତାରିଖରେ ସାରା ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ପାଇଁ ୪ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର। ଆସନ୍ତାକାଲି ମଧ୍ୟ ବର୍ଷା ନେଇ ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେପ୍ଟେମ୍ବର ୩ ତାରିଖରେ ୧୭ ଜିଲ୍ଲା ଏବଂ ୪ ତାରିଖରେ ୧୯ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେପ୍ଟେମ୍ବର ୩ ତାରିଖ ପାଇଁ ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଛି। ସେହିପରି ୪ ତାରିଖ ପାଇଁ ୧୯ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ବଲାଙ୍ଗିର, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।