Loading...

ଆସନ୍ତାକାଲି ଦକ୍ଷିଣ-ପୂର୍ବ ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୧୫ରୁ ବର୍ଷା

ଆସନ୍ତାକାଲି ଦକ୍ଷିଣ-ପୂର୍ବ ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଲଘୁଚାପ କ୍ଷେତ୍ରଟି କ୍ରମେ ଘନୀଭୂତ ହୋଇ ୧୬ ତାରିଖ ବେଳକୁ ଅବପାତର ରୂପ ନେଇପାରେ। ଏହାର ପ୍ରଭାବରେ ୧୫ ତାରିଖରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

ସୂଚନାନୁସାରେ, ୧୫ ତାରିଖରେ ରାଜ୍ୟର କେତେକ ଜିଲ୍ଲା ତଥା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି ସମେତ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ହାଲୁକାରୁ ମଧ୍ୟମ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.