୩ ମାସ ବଢିଲା ମାଗଣାରେ ଆଧାର ବିବରଣୀ ଅପ୍ଡେଟ୍
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
Loading...
ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ଦୁଇଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ହୋଇପାରେ। ଏହାପରେ ପାଗରେ ପରିବର୍ତନ ଆସିବ।
ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ଦୁଇଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ହୋଇପାରେ। ଏହାପରେ ପାଗରେ ପରିବର୍ତନ ଆସିବ। ୨୬ ତାରିଖ ପର୍ଯ୍ୟନ୍ତ ବଡ଼ ବର୍ଷା ହେବାର ନାହିଁ। ମାତ୍ର କେତେକ ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦେଶକ ଏଚ୍ ଆର ବିଶ୍ବାସ କହିଛନ୍ତି। ଶ୍ରୀ ବିଶ୍ବାସ ଆକଳନ କରିଛନ୍ତି ଯେ ଗୁରୁବାର ସକାଳ ସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଜଗତ୍ସିଂହପୁର, ପୁରୀ, ଖୋର୍ଧା, କଟକରେ ପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓଡ଼ିଶାର ବାକି ଜିଲ୍ଲା ସମେତ ଉତ୍ତର ଓ ଅଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବ।
Shakespeare, in the beautiful garden, among the party. Some of the hall: in fact she was ever to.
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
‘ପ୍ରବର୍ତ୍ତନ ନିର୍ଦେଶାଳୟ’ ତରଫରୁ ‘ଇଣ୍ଟର୍ପୋଲ୍’ ଜାରି କରିଥିବା ‘ରେଡ୍ ନୋଟିସ୍’ ଆଧାରରେ ‘ମହାଦେବ ଅନ୍ଲାଇନ୍ ବେଟିଙ୍ଗ୍ ଆପ୍’ର ୨ଜଣ ମୁଖ୍ୟ ମାଲିକଙ୍କ ମଧ୍ୟରେ ଅନ୍ୟତମ ରବି ଉପ୍ପଲଙ୍କୁ ଦୁବାଇରେ ସ୍ଥାନୀୟ ପୁଲିସ ଅଟକ ରଖିଥିବା କଥା ଆଜି ସରକାରୀ ଅଧିକାରୀମାନେ କହିଛନ୍ତି।
ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।