ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ରାଜ୍ୟରେ ମଙ୍ଗଳବାରଠାରୁ ପାଗ ଶୁଖିଲା ରହିବ । ୧୧ରୁ ୧୩ ତିନି ଦିନ ବିଶେଷ ବର୍ଷା ହେବନି । କାଁ ଭାଁ କେଉଁଠି ଛିଞ୍ଚିପାରେ । ହେଲେ ବିସ୍ତୃତ ବର୍ଷା ନାହିଁ ।
ରାଜ୍ୟରେ ମଙ୍ଗଳବାରଠାରୁ ପାଗ ଶୁଖିଲା ରହିବ । ୧୧ରୁ ୧୩ ତିନି ଦିନ ବିଶେଷ ବର୍ଷା ହେବନି । କାଁ ଭାଁ କେଉଁଠି ଛିଞ୍ଚିପାରେ । ହେଲେ ବିସ୍ତୃତ ବର୍ଷା ନାହିଁ । ସୋମବାର ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି ।
ଘୂର୍ଣ୍ଣିବଳୟ ପ୍ରଭାବରେ ୧୦ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।