ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ବର୍ଷାର ପରିମାଣ କମିଥିଲେ ମଧ୍ୟ ଆଜି ଓ ଆସନ୍ତାଗକାଲି ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସ୍ଥିତି ଲାଗି ରହିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ବର୍ଷା ଧୋଇଦେଲା ପୂଜା ମଉଜ । ଉପକୂଳ ଅଞ୍ଚଳରେ ମେଘୁଆ ପାଗ ସହ କିଛି ଅଞ୍ଚଳରେ ହାଲୁକା ବର୍ଷା ଲାଗିରହିଛି । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିଛି । ବର୍ଷାର ପରିମାଣ କମିଥିଲେ ମଧ୍ୟ ଆଜି ଓ ଆସନ୍ତାଗକାଲି ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସ୍ଥିତି ଲାଗି ରହିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଓ ଆସନ୍ତାକାଲି ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲା ଲାଗି ସତର୍କ ସୂଚନା ଜାରି କରାଯାଇଛି । ଆଗାମୀ କିଛି ଘଣ୍ଟା ପାଇଁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁରର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ଆସନ୍ତା ୨୪ ଘଣ୍ଟା ପାଇଁ ଗଞ୍ଜାମ, ଗଜପତି ଓ ପୁରୀ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।