Loading...

ଆଜିଠୁ ୨ ଦିନ ପୁଣି ଭିଜିବ ଓଡିଶା

ଆଜିଠୁ ୨ ଦିନ ପୁଣି ଭିଜିବ ଓଡିଶା

ରାଜ୍ୟରେ ଆଜିଠୁ ଦୁଇଦିନ ବର୍ଷା ସମ୍ଭାବନା । ଉତ୍ତର ଉପକୂଳ ଓ ଦକ୍ଷିଣ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ରାଜ୍ୟରେ ଆଜିଠୁ ଦୁଇଦିନ ବର୍ଷା ସମ୍ଭାବନା । ଉତ୍ତର ଉପକୂଳ ଓ ଦକ୍ଷିଣ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାନେଇ ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି କେନ୍ଦୁଝର, ମୟୂରଭଞ୍ଜ,ଢେଙ୍କାନାଳ,ଅନୁଗୁଳରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ଆସନ୍ତା 3ଦିନ ଯାଏ ରାତ୍ରି ତାପମାତ୍ରା ଅପରିବର୍ତ୍ତିତ ରହିବ। ଏବଂ ଦୁଇଦିନ ପରେ ସର୍ବନିମ୍ନ ତାପମାତ୍ରା 2ରୁ 3 ଡିଗ୍ରୀ କମିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।


 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.