ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’ ଓଡ଼ିଶାରେ ସ୍ଥଳ ଭାଗ ଛୁଇଁବ ନାହିଁ। ଓଡ଼ିଶା ଉପକୂଳରୁ କିଛି ଦୂରରେ ଘଷି ହୋଇ ପଶ୍ଚିମବଙ୍ଗ-ବାଂଲାଦେଶ ଆଡ଼କୁ ମୁହାଁଇବ। ଏହା ପ୍ରଭାବରେ ୨୩ ରାତିରୁ ଉପକୂଳରେ ବର୍ଷା ଆରମ୍ଭ ହେବ।
ସମୁଦ୍ରରେ ଦାନା ବାନ୍ଧୁଛି ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’। ଏବେ ଏହା କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନିଭୂତ ହୋଇ ଲଘୁଚାପ ରୂପରେ ରହିଛି। ଆଗାମୀ କିଛି ଘଣ୍ଟାରେ ଏହା ଅବପାତ ଓ ପରେ ଗଭୀର ଅବପାତର ରୂପ ନେବ। ଏହା ପ୍ରଭାବରେ ରାଜ୍ୟରେ ୨୩ ତାରିଖରୁ ବର୍ଷା ଆରମ୍ଭ ହୋଇଯିବ। ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’ ଓଡ଼ିଶାରେ ସ୍ଥଳ ଭାଗ ଛୁଇଁବ ନାହିଁ। ଓଡ଼ିଶା ଉପକୂଳରୁ କିଛି ଦୂରରେ ଘଷି ହୋଇ ପଶ୍ଚିମବଙ୍ଗ-ବାଂଲାଦେଶ ଆଡ଼କୁ ମୁହାଁଇବ। ଏହା ପ୍ରଭାବରେ ୨୩ ରାତିରୁ ଉପକୂଳରେ ବର୍ଷା ଆରମ୍ଭ ହେବ। ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।