୩ ମାସ ବଢିଲା ମାଗଣାରେ ଆଧାର ବିବରଣୀ ଅପ୍ଡେଟ୍
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
Loading...
ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ପଶ୍ଚିମାଝଡ଼ ପ୍ରଭାବରେ ଘଡ଼ଘଡ଼ି ବିଜୁଳି ସହିତ ବିଭିନ୍ନ ଜିଲ୍ଲାରେ ବର୍ଷା ପାଇଁ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ପଶ୍ଚିମାଝଡ଼ ପ୍ରଭାବରେ ଘଡ଼ଘଡ଼ି ବିଜୁଳି ସହିତ ବିଭିନ୍ନ ଜିଲ୍ଲାରେ ବର୍ଷା ପାଇଁ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଉତ୍ତର ଉପକୂଳ ଓଡିଶାର ୨ ଜିଲ୍ଲା କେନ୍ଦୁଝର ଓ ମୟୁରଭଞ୍ଜରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ଦୁଇ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ସକାଳ ସାଢେ ୮ଟା ସୁଦ୍ଧା ନୂଆପଡା , ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ଘଡଘଡି ବିଜୁଳି ସହିତ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ । ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏଭଳି ପାଗ ଜାରି ରହିବ ।
ବାୟୁମଣ୍ଡଳର ସ୍ଥିରତା ଏବଂ ଜଳୀୟ ବାଷ୍ପର ଉପସ୍ଥିତି ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ସ୍ୱାଭାବିକଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବ । ୨୭ ତାରିଖ ପର୍ଯ୍ୟନ୍ତ ଓଡିଶା ଉପରେ କୌଣସି ପାଣିପାଗର ସିଷ୍ଟମ ନଥିବାରୁ ସବର୍ବମିନ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ।
Shakespeare, in the beautiful garden, among the party. Some of the hall: in fact she was ever to.
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
‘ପ୍ରବର୍ତ୍ତନ ନିର୍ଦେଶାଳୟ’ ତରଫରୁ ‘ଇଣ୍ଟର୍ପୋଲ୍’ ଜାରି କରିଥିବା ‘ରେଡ୍ ନୋଟିସ୍’ ଆଧାରରେ ‘ମହାଦେବ ଅନ୍ଲାଇନ୍ ବେଟିଙ୍ଗ୍ ଆପ୍’ର ୨ଜଣ ମୁଖ୍ୟ ମାଲିକଙ୍କ ମଧ୍ୟରେ ଅନ୍ୟତମ ରବି ଉପ୍ପଲଙ୍କୁ ଦୁବାଇରେ ସ୍ଥାନୀୟ ପୁଲିସ ଅଟକ ରଖିଥିବା କଥା ଆଜି ସରକାରୀ ଅଧିକାରୀମାନେ କହିଛନ୍ତି।
ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।