30.1 C
Bhubaneswar
October 22, 2021
EnewsOdia.Com
ଦେଶ ବିଦେଶ ନ୍ୟୁଜ୍ ମନୋରଞ୍ଜନ

୨ମାସ ପରେ ଜେଲରୁ ମୁକୁଳିଲେ ରାଜ କୁନ୍ଦ୍ରା

ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ତଥା ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ମିଳିଛି ଜାମିନ। ପର୍ଣ୍ଣ ବା ଅଶ୍ଲୀଳ ଫିଲ୍ମ ନିର୍ମାଣ ମାମଲାରେ ଗିରଫ ହୋଇ ୨ମାସ ହେବ ଜେଲରେ ଥିବା ରାଜ କୁନ୍ଦ୍ରାଙ୍କୁ ଜାମିନ ମିଳିଛି। ଆଜି ମୁମ୍ବାଇ କୋର୍ଟ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ଜାମିନ ପ୍ରଦାନ କରିବା ସହ କୁନ୍ଦ୍ରାଙ୍କୁ ୫୦,୦୦୦ ଟଙ୍କାର ବଣ୍ଡ ଦେବାକୁ କହିଛନ୍ତି। ରାଜ କୁନ୍ଦ୍ରାଙ୍କ କମ୍ପାନିର ଆଇଟି ମୁଖ୍ୟ ରିଆନ୍ ଥର୍ପେଙ୍କୁ ମଧ୍ୟ ମେଟ୍ରୋପଲିଟାନ ମାଜିଷ୍ଟ୍ରେଟ୍ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଅଶ୍ଳୀଳ ଫିଲ୍ମ ତିଆରି ତଥା ବିତରଣକୁ ନେଇ ଚଳିତ ବର୍ଷ ଜୁଲାଇରେ ମୁମ୍ବାଇ ପୁଲିସ କ୍ରାଇମ ଶାଖା ଦ୍ୱାରା ଉଭୟ ରାଜ କୁନ୍ଦ୍ରା ଏବଂ ରିଆନ ଥର୍ପେ ଗିରଫ ହୋଇଥିଲେ।

ପଢନ୍ତୁ: ତାଲିବାନ ମୁଖ୍ୟ ମୃତ, ବରାଦରଙ୍କୁ ମାଡ଼ ମାରି ପଣବନ୍ଦୀ

Related posts

ଆସନ୍ତା ମାସରେ ୧୨-୧୮ ବର୍ଷ ପିଲାଙ୍କୁ କୋଭିଡ ଟିକାକରଣ

Ratnamani Maharana

ୱେବ୍‌ସାଇଟରେ ଛଡ଼ାଗଲା ମାଟ୍ରିକ୍ ଆଡ୍‌ମିଟ୍‌ କାର୍ଡ

Ratnamani Maharana

ସାମ୍ଭାବ୍ୟ ବନ୍ୟା ପାଇଁ ଉପକୂଳବର୍ତ୍ତୀ ୮ ଜିଲ୍ଲାକୁ ହାଇଆଲର୍ଟ ଜାରି

Ratnamani Maharana

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More