ଅଯୋଧ୍ୟାରେ ପହଞ୍ଚିଲା ପ୍ରଭୁ ରାମ ଓ ଦେବୀ ଜାନକୀଙ୍କ ପ୍ରତିମା ପ୍ରସ୍ତୁତି ପାଇଁ ଶାଳଗ୍ରାମ ଶିଳାଖଣ୍ଡ
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
Loading...
ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମ ଶନିବାର ଦିନ ହରିୟାଣାର ରୋହତକ ଜେଲରୁ ୪୦ ଦିନିଆ ପାରୋଲରେ ପଦାକୁ ବାହାରଛନ୍ତି।
ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମ ଶନିବାର ଦିନ ହରିୟାଣାର ରୋହତକ ଜେଲରୁ ୪୦ ଦିନିଆ ପାରୋଲରେ ପଦାକୁ ବାହାରଛନ୍ତି। ଦୁଷ୍କର୍ମ ଏବଂ ହତ୍ୟା ଅପରାଧରେ ଦୋଷୀ ସାବ୍ୟସ୍ତ ହୋଇ ରୋହତକ ଜିଲ୍ଲାର ସୁନାରିଆ କାରାଗାରରେ ଜେଲଦଣ୍ଡ ଭୋଗୁଥିବା ରାମ ରହିମଙ୍କୁ ୪୦ ଦିନିଆ ପାରୋଲ ମିଳିବା ପରେ ତାଙ୍କୁ ଜେଲରୁ ମୁକ୍ତ କରାଯାଇଛି। ତେବେ ଜେଲ୍ରୁ ବାହାରିକା ପରେ ଖୁସି ମନାଇବା ପାଇଁ ଖଣ୍ଡାରେ କେକ୍ କାଟିଛନ୍ତି ରାମ ରହିମ। ପାରୋଲ୍ରେ ଆସିବା ପରେ ରାମ ରହିମ ଖଣ୍ଡାରେ କେକ୍ କାଟି ଉତ୍ସବ ମନାଉଥିବା ବେଳର ଏକ ଭିଡିଓ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଛି।
ସେ ତାଙ୍କର ଜାମିନ ଆବେଦନରେ ଜାନୁଆରି ୨୫ରେ ଡେରାର ପୂର୍ବତନ ମୁଖ୍ୟ ଶାହା ସତନାମ ସିଂଙ୍କ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ଦର୍ଶାଇଥିଲେ। ତାପରେ ସେ ଜେଲ୍ ବାହାରକୁ ଆସିଛନ୍ତି। ବାହାରକୁ ଆସିବା ପରେ ରାମ ରହିମଙ୍କ ଖୁସି କହିଲେ ନସରେ। ଏପରିକି ସେ କେକ୍ କାଟିବା ବେଳେ କହୁଥିବାର ଶୁଣିବାକୁ ମିଳିଛି ଯେ ‘ଦୀର୍ଘ ୫ ବର୍ଷ ପରେ ଏହି ସୁଯୋଗ ପାଇଛି। ସେଥିପାଇଁ ମୁଁ ଏକାଥରେ ୫ଟା କେକ୍ କାଟିବା ଉଚିତ୍’।
Shakespeare, in the beautiful garden, among the party. Some of the hall: in fact she was ever to.
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ଯାହା ମାର୍ଚ୍ଚ ୧ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ ।
ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ବଜେଟ୍ ୨୦୨୩କୁ ନେଇ ନରେନ୍ଦ୍ର ମୋଦୀ ସରକାର ଉପରେ ଆକ୍ରମଣ କରିଛନ୍ତି। ଆଗାମୀ ଲୋକସଭା ନିର୍ବାଚନ ସହିତ ବଜେଟ୍ ୨୦୨୩କୁ ଯୋଡି ମମତା ସରକାରଙ୍କୁ ଟାର୍ଗେଟ କରିଛନ୍ତି।