POLITICALS

ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡ଼ିଶାର ୪ଟି ଲୋକସଭା ଓ ୨୮ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି

ପ୍ରଥମ ପର୍ଯ୍ୟାୟ ନିର୍ବାଚନ  ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାର ୪ଟି ଲୋକସଭା ଓ ୨୮ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରଥମ ପର୍ଯ୍ୟାୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ବ୍ରହ୍ମପୁର ଲୋକସଭା ଆସନ ଏହାର ଅନ୍ତର୍ଗତ ୨୮ଟି ବିଧାନସଭା  ଆସନ ପାଇଁ ଭୋଟ୍ ଗ୍ରହଣ ହେବ।

ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ଓଡ଼ିଶାର ୪ ଲୋକସଭା ଆସନ ସହ ୯୧ଟି ଲୋକସଭା ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ମାଓ ଅଧ୍ୟୁଷିତ ଅଞ୍ଚଳରେ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ୍ ଗ୍ରହଣ ହେବ । ଅନ୍ୟ ନିର୍ବାଚନ ମଣ୍ଡଳୀରୁ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସମୟ ଧାର୍ଯ୍ୟ କରାଯାଇଛି ।
ପଢନ୍ତୁ: ଟାଟୁ ଟ୍ରେଣ୍ଡରେ ନୂଆ ଛବି ‘ମୁଁ ବି ଚୌକିଦାର’ ପ୍ରଧାନମନ୍ତ୍ରୀଙ୍କ ଅଭିଯାନ

Related posts

ଅମିତ ଶାହଙ୍କ ରୋଡ୍‌ ଶୋ’ ବେଳେ ଲଙ୍କାକାଣ୍ଡ

Ratnamani Moharana

ବିଶ୍‌କେକ୍‌ ସମ୍ମିଳନୀରେ ଇମ୍ରାନଙ୍କୁ ଭେଟିବେନି ମୋଦି

Ratnamani Moharana

ନିର୍ବାଚନ ମଇଦାନକୁ ଓହ୍ଲାଇବେ ବଲିଉଡ ଅଭିନେତ୍ରୀ କରୀନା

ENO Beuro

Leave a Comment