Recipes & Food

ଆଜି ହିଁ ପ୍ରସ୍ତୁତ କରନ୍ତୁ ଦହି ଚିଙ୍ଗୁଡ଼ି,ଜାଣନ୍ତୁ ଏହାର ପ୍ରସ୍ତୁତି ପ୍ରଣାଳୀ

prawn

ଆବଶ୍ୟକୀୟ ସାମଗ୍ରୀ

ଚିଙ୍ଗୁଡ଼ି, ବସାଦହି, ସୋରିଷ, ରସୁଣ, ଲଙ୍କା

ଆବଶ୍ୟକ ଅନୁଯାୟୀ ଲୁଣ, ହଳଦୀ ଓ ତେଲ।

ପ୍ରସ୍ତୁତି ପ୍ରଣାଳୀ

ପ୍ରଥମେ ଚିଙ୍ଗୁଡ଼ିରୁ ଚୋପା  ଛଡ଼ାଇ ଏହାକୁ ଭଲ ଭାବେ ଧୋଇ ସେଥିରେ ଲୁଣ, ହଳଦୀ, କଞ୍ଚାତେଲ ଏବଂ ଦହି ମିଶାଇ ଦିଅନ୍ତୁ। ରସୁଣ, ସୋରିଷ ଓ କଞ୍ଚାଲଙ୍କାକୁ ଗ୍ରାଇଣ୍ଡରରେ ଭଲ ଭାବରେ ବାଟି ଚିଙ୍ଗୁଡ଼ି ଓ ଦହିଗୋଳା ସହିତ ମିଶାନ୍ତୁ। ଏ ସବୁକୁ ଢାଙ୍କୁଣୀ ଥିବା କଡ଼େଇରେ ଅଳ୍ପ ଆଞ୍ଚରେ ସିଝାନ୍ତୁ ଏବଂ ଅଳ୍ପ ଝୋଳ ରହିଥିବା ଅବସ୍ଥାରେ ଓହ୍ଲାଇ ଦିଅନ୍ତୁ।

ଏବେ ପ୍ରସ୍ତୁତ ହୋଇଗଲା ପରେ ଏହାକୁ ଗରମ ଗରମ ଭାତ ସହ ଖାଆନ୍ତୁ।

prawn

ପଢନ୍ତୁ;  ଲିକ ହେଲା ତାମିଲ ସୁପରଷ୍ଟାରଙ୍କ ଝିଅର ଅଶ୍ଲୀଳ ଫଟୋ

Related posts

ପ୍ରସ୍ତୁତ କରନ୍ତୁ ମେଥି କର୍ନ ପଲଉ! ଜାଣନ୍ତୁ ଏହାର ପ୍ରସ୍ତୁତି ପ୍ରଣାଳୀ

ENO Beuro

ଖାଇବା ବେଳେ ସାବଧାନ ହୁଅନ୍ତୁ :ଆପଣ ଭେଜ୍ ଭାବି ଖାଉଥିବା ଖାଦ୍ୟ ନନଭେଜ୍ ହୋଇପାରେ

ENO Beuro

ଖରାଦିନେ ଘରେ କିପରି ପ୍ରସ୍ତୁତ କରିବେ ବାଦାମ କୁଲ୍‌ଫି ଜାଣନ୍ତୁ ?

ENO Beuro

Leave a Comment