EnewsOdia.Com

ଆଜି ହିଁ ଘରେ ପ୍ରସ୍ତୁତ କରନ୍ତୁ ‘ବାଉଁଶ ମାଛ ବେସର’

ଆବଶ୍ୟକ ସାମଗ୍ରୀ

ଚୁନା ମାଛ, କରଡ଼ି, ସୋରିଷ ବଟା, ଅଦା ବଟା, ରସୁଣ ବଟା, ଲଙ୍କା ଗୁଣ୍ଡ, ହଳଦୀ ଗୁଣ୍ଡ, ଲୁଣ, ତେଲ ଓ ବାଉଁଶ ନଳୀ।

ପ୍ରସ୍ତୁତି ପ୍ରଣାଳୀ 

ପ୍ରଥମେ ମାଛରେ ହଳଦୀ ଗୁଣ୍ଡ, କରଡ଼ି, ଅଦା ବଟା, ରସୁଣ ବଟା, ସୋରିଷ ବଟା, ଲଙ୍କା ଗୁଣ୍ଡ, ସ୍ୱାଦ ଅନୁସାରେ ଲୁଣ ଓ ତେଲ ପକାଇ ଭଲ ଭାବରେ ଗୋଳାଇ ଦିଅନ୍ତୁ। ଏହାପରେ ବାଉଁଶ ନଳୀରେ ଭଲ ଭାବରେ ତେଲ ମାରି ସେଥିରେ ମସଲା ଗୋଳା ମାଛକୁ ପୂରାଇ ଦିଅନ୍ତୁ ଓ ଅଟା ଚକଟାରେ ତା’ର ମୁହଁ ବନ୍ଦ କରି ଦିଅନ୍ତୁ। ଏହାପରେ ଅଙ୍ଗାର ନିଆଁରେ ମାଛ ଭର୍ତ୍ତି ବାଉଁଶ ନଳୀକୁ ରଖି ଦିଅନ୍ତୁ। ଏହା ଉପରେ ବି ନିଆଁ ରଖିବେ।  ପଚିଶ ତିରିଶ ମିନିଟ୍ ପରେ ବାଉଁଶ ନଳୀକୁ ନିଆଁରୁ ଆଣନ୍ତୁ ଓ ମୁହଁ ଖୋଲି ମାଛକୁ ପ୍ଲେଟ୍‌କୁ କାଢ଼ି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଆପଣଙ୍କର ବାଉଁଶ ମାଛ। ଏବେ ଏହାକୁ ଗରମ ଗରମ ପରଷି ଦିଅନ୍ତୁ।

ପଢନ୍ତୁ: ଘରେ ପ୍ରସ୍ତୁତ କରନ୍ତୁ ରେଷ୍ଟୁରାଣ୍ଟ ଷ୍ଟାଇଲ ‘ବଟରଫ୍ଲାଏ ଚିକେନ୍’

ସମ୍ବନ୍ଧିତ ଖବର

ଆସନ୍ତୁ ତିଆରି କରିବା ଭଦ୍ରକର ପ୍ରସିଦ୍ଧ ‘ପାଳୁଅ ଲଡ଼ୁ’

Ratnamani Maharana

ଏଥର ଦୀପାବଳିରେ ପ୍ରସ୍ତୁତ କରନ୍ତୁ ସ୍ବାଦିଷ୍ଟ ବାଲୁଶାହୀ

Ratnamani Maharana

ଘରେ ପ୍ରସ୍ତୁତ କରନ୍ତୁ ‘ସୋୟାବଡ଼ି ଚଟ୍‌ପଟି’

Ratnamani Maharana

ଜାଣନ୍ତୁ କିପରି ପ୍ରସ୍ତୁତ କରିବେ ‘ଷ୍ଟଫ୍‌ଡ୍‌ କୁକୁମ୍ବର୍‌’

Ratnamani Maharana

ଜାଣନ୍ତୁ କିପରି ପ୍ରସ୍ତୁତ କରାଯାଏ ‘ପୋଇ ପତ୍ର-ଅଣ୍ଡା ସ୍ୟାଣ୍ଡୱିଚ୍’

Ratnamani Maharana

ଆଜି ହିଁ ଘରେ ପ୍ରସ୍ତୁତ କରନ୍ତୁ ରେଷ୍ଟୁରାଣ୍ଟ ଷ୍ଟାଇଲ “ଗୋଟା କୁକୁଡ଼ା ମସଲା ପୋଡ଼ା”

Ratnamani Maharana