ଆଜି ହିଁ ଘରେ ପ୍ରସ୍ତୁତ କରନ୍ତୁ "ଦହି ଭଲ୍ଲା"
ପ୍ରଥମେ ସିଝା ଆଳୁକୁ ଭଲଭାବରେ ଚକଟି ଦିଅନ୍ତୁ। ପରେ ସେଥିରେ କଟା ପିଆଜ, ଧନିଆ ପତ୍ର, କଞ୍ଚା ଲଙ୍କା ଓ ସ୍ୱାଦ ଅନୁସାରେ ଲୁଣ ପକାଇ ଗୋଳାଇ ଦିଅନ୍ତୁ। ପରେ ବ୍ରେଡ୍ ( ପାଉଁରୁଟି) ଆଣି ତାର ସାଇଟ୍ ଅଂଶ ଗୁଡ଼ିକ ବାହାର କରି ଦିଅନ୍ତୁ।
Loading...
ପ୍ରଥମେ ଆଳୁରୁ ଚୋପା ଛଡ଼େଇ ପତଳା ପତଳା ଓ ଚେକା ଚେକା କରି କାଟି ରଖନ୍ତୁ। ଏହା ପରେ ବୋନ୍ଲେସ ଚିକେନ୍କୁ ଧୋଇ ସେଥିରେ କର୍ଣ୍ଣଫ୍ଲୋର୍, ମଇଦା, ଲଙ୍କାଗୁଣ୍ଡ, ବିଟ ଲୁଣ, ଗୋଲମରିଚ ଗୁଣ୍ଡ ଓ ଲୁଣ ପକାନ୍ତୁ। ଏହାପରେ ସେଥିରେ ରେଡ୍ ଚିଲି ସସ୍, ସୋୟା ସସ୍, ଅଦା-ରସୁଣ ବଟା, ବଟର ଓ ଲେମ୍ବୁରସ ପକାଇ ଭଲଭାବେ ଗୋଳାଇ ମ୍ୟାରିନେଟ୍ ହେବାକୁ ଛାଡ଼ି ଦିଅନ୍ତୁ।
ଆଳୁ, ବୋନ୍ଲେସ୍ ଚିକେନ୍, କର୍ଣ୍ଣଫ୍ଲୋର୍, ମଇଦା, ଲଙ୍କାଗୁଣ୍ଡ, ବିଟ ଲୁଣ, ଗୋଲମରିଚ ଗୁଣ୍ଡ, ଲୁଣ, ରେଡ୍ ଚିଲି ସସ୍, ସୋୟା ସସ୍, ଅଦା-ରସୁଣ ବଟା, ବଟର, ଲେମ୍ବୁରସ ଓ ତେଲ।
ପ୍ରସ୍ତୁତି ପ୍ରଣାଳୀ
ପ୍ରଥମେ ଆଳୁରୁ ଚୋପା ଛଡ଼େଇ ପତଳା ପତଳା ଓ ଚେକା ଚେକା କରି କାଟି ରଖନ୍ତୁ। ଏହା ପରେ ବୋନ୍ଲେସ ଚିକେନ୍କୁ ଧୋଇ ସେଥିରେ କର୍ଣ୍ଣଫ୍ଲୋର୍, ମଇଦା, ଲଙ୍କାଗୁଣ୍ଡ, ବିଟ ଲୁଣ, ଗୋଲମରିଚ ଗୁଣ୍ଡ ଓ ଲୁଣ ପକାନ୍ତୁ। ଏହାପରେ ସେଥିରେ ରେଡ୍ ଚିଲି ସସ୍, ସୋୟା ସସ୍, ଅଦା-ରସୁଣ ବଟା, ବଟର ଓ ଲେମ୍ବୁରସ ପକାଇ ଭଲଭାବେ ଗୋଳାଇ ମ୍ୟାରିନେଟ୍ ହେବାକୁ ଛାଡ଼ି ଦିଅନ୍ତୁ। କିଛି ସମୟ ପରେ କଟା ଯାଇଥିବା ଆଳୁଖଣ୍ଡରେ ମ୍ୟାରିନେଟ୍ ଚିକେନ୍ ରଖି ଆଳୁକୁ ଦୁଇପଟୁ ମୋଡ଼ି କାଠି ଦ୍ୱାରା ଗୁନ୍ଥି ଦିଅନ୍ତୁ। ଏହା ପରେ କଡ଼େଇରେ ତେଲ ଗରମ କରି ଏହି ଚିକେନ୍ ପୁର ଦିଆ ଆଳୁକୁ ଛାଣନ୍ତୁ। ଆଳୁ ଓ ପୁର ଲାଲ୍ ହୋଇଗଲେ ଏହାକୁ ପ୍ଲେଟ୍କୁ କାଢ଼ି ଦିଅନ୍ତୁ। ବର୍ତ୍ତମାନ ପ୍ରସ୍ତୁତ ହୋଇଗଲା ‘ବଟରଫ୍ଲାଏ ଚିକେନ୍’।
Shakespeare, in the beautiful garden, among the party. Some of the hall: in fact she was ever to.
ପ୍ରଥମେ ସିଝା ଆଳୁକୁ ଭଲଭାବରେ ଚକଟି ଦିଅନ୍ତୁ। ପରେ ସେଥିରେ କଟା ପିଆଜ, ଧନିଆ ପତ୍ର, କଞ୍ଚା ଲଙ୍କା ଓ ସ୍ୱାଦ ଅନୁସାରେ ଲୁଣ ପକାଇ ଗୋଳାଇ ଦିଅନ୍ତୁ। ପରେ ବ୍ରେଡ୍ ( ପାଉଁରୁଟି) ଆଣି ତାର ସାଇଟ୍ ଅଂଶ ଗୁଡ଼ିକ ବାହାର କରି ଦିଅନ୍ତୁ।
ଆମ ଓଡ଼ିଆ ଘରେ ବାର ମାସରେ ତେର ପର୍ବ । ଆଉ ଏହି ପର୍ବପର୍ବାଣୀରେ ଘର ମାନଙ୍କରେ ବିଭିନ୍ନ ପିଠା ତିଆରି କରାଯାଏ । ଏନେଇ ଆଜି ଆମେ ଏକ ସୁଆଦିଆ ପାରମ୍ପରିକ ଓଡ଼ିଆ ମିଠାର ରେସିପି ପ୍ରସ୍ତୁତ କରିବୁ ।
ପ୍ରଥମେ ପ୍ୟାନରେ ତେଲକୁ ଗରମ କରି ଅଣ୍ଡା କୁ ଭାଜି କାଢି ରଖନ୍ତୁ । ପ୍ୟାନରେ ତେଲ ଗରମ କଞ୍ଚା ଲଙ୍କା କୁ ଭାଜନ୍ତୁ । ଏବେ ପିଆଜ ପକାଇ ସୁନେଲି ରଙ୍ଗ ଆସିବା ଯାଏ ଭାଜନ୍ତୁ । ଅଦା ରସୁଣ ପେଷ୍ଟ ପକାଇ ୧ ମିନିଟ ପାଇଁ ଭାଜନ୍ତୁ । ପରେ କଟା ବିଲାତି ପକାଇ ନରମ ହେବ ଯାଏ ରାନ୍ଧନ୍ତୁ ।