ଆଜି ହିଁ ଘରେ ପ୍ରସ୍ତୁତ କରନ୍ତୁ "ଦହି ଭଲ୍ଲା"
ପ୍ରଥମେ ସିଝା ଆଳୁକୁ ଭଲଭାବରେ ଚକଟି ଦିଅନ୍ତୁ। ପରେ ସେଥିରେ କଟା ପିଆଜ, ଧନିଆ ପତ୍ର, କଞ୍ଚା ଲଙ୍କା ଓ ସ୍ୱାଦ ଅନୁସାରେ ଲୁଣ ପକାଇ ଗୋଳାଇ ଦିଅନ୍ତୁ। ପରେ ବ୍ରେଡ୍ ( ପାଉଁରୁଟି) ଆଣି ତାର ସାଇଟ୍ ଅଂଶ ଗୁଡ଼ିକ ବାହାର କରି ଦିଅନ୍ତୁ।
Loading...
ପ୍ରଥମେ ପ୍ୟାନରେ ତେଲକୁ ଗରମ କରି ଅଣ୍ଡା କୁ ଭାଜି କାଢି ରଖନ୍ତୁ । ପ୍ୟାନରେ ତେଲ ଗରମ କଞ୍ଚା ଲଙ୍କା କୁ ଭାଜନ୍ତୁ । ଏବେ ପିଆଜ ପକାଇ ସୁନେଲି ରଙ୍ଗ ଆସିବା ଯାଏ ଭାଜନ୍ତୁ । ଅଦା ରସୁଣ ପେଷ୍ଟ ପକାଇ ୧ ମିନିଟ ପାଇଁ ଭାଜନ୍ତୁ । ପରେ କଟା ବିଲାତି ପକାଇ ନରମ ହେବ ଯାଏ ରାନ୍ଧନ୍ତୁ ।
ଘରେ ଆମେ ମଟନର ବିଭିନ୍ନ ପ୍ରକାରର ରେସିପି ପ୍ରସ୍ତୁତ କରିଥାଉ । ଆଦି ଆମେ ମଟନର ଏକ ନୂଆ ଓ ସୁଆଦିଆ ରେସିପି ପ୍ରସ୍ତୁତ କରିବୁ । ଏହି ରେସିପିର ନାଁ ହେଉଛି ‘ରସୁଣ ମାଂସ’ । ଏହି ରେସିପିଟି ବନେଇବା ଅତି ସହଜ ଅଟେ ।
ପ୍ରଥମେ ପ୍ୟାନରେ ତେଲକୁ ଗରମ କରି ଅଣ୍ଡା କୁ ଭାଜି କାଢି ରଖନ୍ତୁ । ପ୍ୟାନରେ ତେଲ ଗରମ କଞ୍ଚା ଲଙ୍କା କୁ ଭାଜନ୍ତୁ । ଏବେ ପିଆଜ ପକାଇ ସୁନେଲି ରଙ୍ଗ ଆସିବା ଯାଏ ଭାଜନ୍ତୁ । ଅଦା ରସୁଣ ପେଷ୍ଟ ପକାଇ ୧ ମିନିଟ ପାଇଁ ଭାଜନ୍ତୁ । ପରେ କଟା ବିଲାତି ପକାଇ ନରମ ହେବ ଯାଏ ରାନ୍ଧନ୍ତୁ । ବିଲାତି ନରମ ହେଲେ ହଳଦୀ, ଲଙ୍କା ଗୁଣ୍ଡ ଓ ଲୁଣ ପକାନ୍ତୁ । ଏହାକୁ ୫ ମିନିଟ ରାନ୍ଧନ୍ତୁ । ପରେ କାଜୁ, ନଡ଼ିଆ ଓ ବାଦାମ ପେଷ୍ଟ ପକାଇ ଭଲଭାବରେ ମିଶାନ୍ତୁ । ଏହାକୁ ହାରାହାରି ୫ ମିନିଟ ପାଇଁ କଶନ୍ତୁ ଯେତେ ଯାଏ ତେଲ ମସଲା ଉପରେ ନଦେଖାଯାଇଛି । ଏବେ ଏଥିରେ ୧ରୁ ୨ କପ ପାଣି, ଗରମ ମସଲା ଗୁଣ୍ଡ, ଗୋଲମରିଚ ଗୁଣ୍ଡ, ଧନିଆ ଗୁଣ୍ଡ ଓ କିଛି କଟା ଧନିଆ ପତ୍ର ଦେଇ ୫-୬ ମିନିଟ କସନ୍ତୁ । ତାପରେ ଅଣ୍ଡା କୁ ଏଥିରେ ପକାଇ ଧିମା ଆଞ୍ଚରେ ୧୦ରୁ ୧୫ ମିନିଟ ପାଇଁ ଢାଙ୍କି ଦିଅନ୍ତୁ । ହୋଇଗଲେ ଧନିଆ ପତ୍ର ସଜାଇ ପରସନ୍ତୁ ।
Shakespeare, in the beautiful garden, among the party. Some of the hall: in fact she was ever to.
ପ୍ରଥମେ ସିଝା ଆଳୁକୁ ଭଲଭାବରେ ଚକଟି ଦିଅନ୍ତୁ। ପରେ ସେଥିରେ କଟା ପିଆଜ, ଧନିଆ ପତ୍ର, କଞ୍ଚା ଲଙ୍କା ଓ ସ୍ୱାଦ ଅନୁସାରେ ଲୁଣ ପକାଇ ଗୋଳାଇ ଦିଅନ୍ତୁ। ପରେ ବ୍ରେଡ୍ ( ପାଉଁରୁଟି) ଆଣି ତାର ସାଇଟ୍ ଅଂଶ ଗୁଡ଼ିକ ବାହାର କରି ଦିଅନ୍ତୁ।
ଆମ ଓଡ଼ିଆ ଘରେ ବାର ମାସରେ ତେର ପର୍ବ । ଆଉ ଏହି ପର୍ବପର୍ବାଣୀରେ ଘର ମାନଙ୍କରେ ବିଭିନ୍ନ ପିଠା ତିଆରି କରାଯାଏ । ଏନେଇ ଆଜି ଆମେ ଏକ ସୁଆଦିଆ ପାରମ୍ପରିକ ଓଡ଼ିଆ ମିଠାର ରେସିପି ପ୍ରସ୍ତୁତ କରିବୁ ।
ଆଜି ଆମେ ବନେଇବା ‘ମଟନ୍ ସିକ୍ କବାବ୍’ । ଏହି ରେସିପିକୁ ଆମେ ଅତି ସହଜ ଓ ସରଳ ଉପାୟରେ ବନେଇ ପାରିବା ।