ଆସନ୍ତୁ ପ୍ରସ୍ତୁତ କରିବା ''ବରକୋଳି ଆଚାର''
ବରକୋଳିକୁ ସଫାକରି ଧୋଇ ପାଣି ଛଡ଼ାଇ ଲୁଣ ଗୋଳାଇ ୨ଟି ଖରା ଦେବାପରେ ତିନ୍ତୁଳିମଣ୍ଡ ଗୋଳାଇ ଆଉ ୩ଟି ଖରା ଦେଇ ରଖନ୍ତୁ ।
Loading...
ପ୍ରଥମେ ମାଛକୁ ଭଲ ଭାବେ ଧୋଇ ଲୁଣ ଓ ହଳଦୀରେ ଗୋଳାଇ ଭାଜି ଦିଅନ୍ତୁ। ଏବେ ଭଜା ମାଛରୁ କଣ୍ଟା କାଢ଼ି ସେଥିରେ ବେସନ, ଚାଉଳ ଚୂନା, କଟା କଞ୍ଚାଲଙ୍କା, ଜିରା ଗୁଣ୍ଡ, ଧନିଆ ଗୁଣ୍ଡ, ହଳଦୀ ଗୁଣ୍ଡ ଓ ଲୁଣ ପକାଇ ଭଲ ଭାବେ ଚକଟି ଦିଅନ୍ତୁ।
ମାଛ, ବେସନ, ଚାଉଳ ଚୂନା, କଟା କଞ୍ଚାଲଙ୍କା, ଜିରା ଗୁଣ୍ଡ, ଧନିଆ ଗୁଣ୍ଡ, ହଳଦୀ ଗୁଣ୍ଡ, ଲୁଣ, କଟା କଞ୍ଚାଲଙ୍କା, କଟା ପିଆଜ, ଅଦା-ପିଆଜ-ଶୁଖିଲାଲଙ୍କା ପେଷ୍ଟ, କାଜୁ, ଟମାଟୋ ଓ ଦହି।]
ପ୍ରସ୍ତୁତି ପ୍ରଣାଳୀ
ପ୍ରଥମେ ମାଛକୁ ଭଲ ଭାବେ ଧୋଇ ଲୁଣ ଓ ହଳଦୀରେ ଗୋଳାଇ ଭାଜି ଦିଅନ୍ତୁ। ଏବେ ଭଜା ମାଛରୁ କଣ୍ଟା କାଢ଼ି ସେଥିରେ ବେସନ, ଚାଉଳ ଚୂନା, କଟା କଞ୍ଚାଲଙ୍କା, ଜିରା ଗୁଣ୍ଡ, ଧନିଆ ଗୁଣ୍ଡ, ହଳଦୀ ଗୁଣ୍ଡ ଓ ଲୁଣ ପକାଇ ଭଲ ଭାବେ ଚକଟି ଦିଅନ୍ତୁ।ଏବେ କଡ଼େଇରେ ଲ ଗରମ କରି ମସଲା ଗୋଳା ମାଛ ଚକଟାକୁ ଗୋଲ୍ ଗୋଲ୍ କରି ଛାଣି ଦିଅନ୍ତୁ। ଏହା ପରେ ଗରମ ତେଲରେ କଟା ପିଆଜ ଓ କଟା କଞ୍ଚାଲଙ୍କା ପକାଇ ଭାଜନ୍ତୁ। ପିଆଜ ଭାଜି ହୋଇଗଲେ ସେଥିରେ ଅଦା, ପିଆଜ ଓ ଶୁଖିଲାଲଙ୍କା ପେଷ୍ଟ ପକାନ୍ତୁ। ମସଲା କଷି ହୋଇ ଆସିଲେ ସେଥିରେ କାଜୁ, ଟମାଟୋ ଓ ଦହି ବଟା ପକାଇ ଭଲ ଭାବେ କଷନ୍ତୁ। ମସଲା ପ୍ରସ୍ତୁତ ହୋଇଗଲେ ସେଥିରେ ଭଜା ମାଛ ବରାକୁ ପକାନ୍ତୁ। ଦୁଇରୁ ତିନି ମିନିଟ୍ ପରେ ପ୍ରସ୍ତୁତ ହୋଇଯିବ ‘ମାଛ ଚମ୍ଚମ୍’।
Shakespeare, in the beautiful garden, among the party. Some of the hall: in fact she was ever to.
ବରକୋଳିକୁ ସଫାକରି ଧୋଇ ପାଣି ଛଡ଼ାଇ ଲୁଣ ଗୋଳାଇ ୨ଟି ଖରା ଦେବାପରେ ତିନ୍ତୁଳିମଣ୍ଡ ଗୋଳାଇ ଆଉ ୩ଟି ଖରା ଦେଇ ରଖନ୍ତୁ ।
ପ୍ରଥମେ ତଡ଼କାକୁ ପାଣିରେ ୫ରୁ ୬ ଘଣ୍ଟା ଭିଜାଇ ଦିଅନ୍ତୁ। ଏହା ଭିଜିଗଲା ପରେ ତାକୁ କରି ସିଝାଇ ଦିଅନ୍ତୁ। ପରେ ଏହାକୁ ଏକ ପାତ୍ରକୁ କାଢ଼ି ଦିଅନ୍ତୁ। କଡ଼େଇରେ ତେଲ ଗରମ କରନ୍ତୁ।
ଆଜି ମହିଳା ଥାନାକୁ ଆସିବେ ନାହିଁ ହ୍ୟୁମାନ ସାଗର। ସୂଚନା ମୁତାବକ ଗତ ଗୁରୁବାର ଦିନ ହ୍ୟୁମାନ ସାଗର ଓ ତାଙ୍କ ପତ୍ନୀ ଶ୍ରୀୟା ମିଶ୍ର କଟକ ମହିଳା ଥାନାକୁ ଆସିଥିଲେ କାଉସିଲିଂ ପାଇଁ। ଶ୍ରୀୟା ୨ ଦିନ ସମୟ ନେଇଥିଲେ ।