ଆଜି ହିଁ ପ୍ରସ୍ତୁତ କରନ୍ତୁ ସ୍ଵାଦିଷ୍ଟରେ ଭରା "ପଣସ କଠା କୋରମା
ପ୍ରଥମେ କଡ଼େଇରେ ତେଲ ପକାଇ ଗରମହେବାକୁ ଛାଡ଼ି ଦିଅନ୍ତୁ। ତେଲ ଗରମ ହୋଇଯିବା ପରେ ସେଥିରେ ଜିରା ପକାଇ ଦିଅନ୍ତୁ। ପରେ ତେଜପତ୍ର ଓ ପିଆଜ ପକାଇ ଭଲଭାବେ ଭାଜି ଦିଅନ୍ତୁ।
Loading...
ପ୍ରଥମେ ଏକ ପାତ୍ରରେ ଖାସି ମାଂସ ନିଅନ୍ତୁ। ସେଥିରେ ଗୋଟା କଞ୍ଚାଲଙ୍କା, କଟା ପିଆଜ, ଅଦା-ରସୁଣ ବଟା, ଗରମ ମସଲା, ହଳଦି ଗୁଣ୍ଡ, ସ୍ୱାଦ ଅନୁସାରେ ଲୁଣ, ଜିରା ଗୁଣ୍ଡ, ଧନିଆ ଗୁଣ୍ଡ, ଲଙ୍କା ଗୁଣ୍ଡ ଓ ଗୋଟା ରସୁଣ ପକାଇ ଭଲ ଭାବରେ ଗୋଳାଇ ଦିଅନ୍ତୁ।
ଆବଶ୍ୟକ ସାମଗ୍ରୀ: ମଟନ୍, ଗୋଟା ରସୁଣ, କଟା ପିଆଜ, ଗୋଟା କଞ୍ଚାଲଙ୍କା, ଜିରା ଗୁଣ୍ଡ, ଲଙ୍କା ଗୁଣ୍ଡ, ଧନିଆ ଗୁଣ୍ଡ, ଶୁଖିଲା ଲଙ୍କା, ତେଜ ପତ୍ର, ସୋରିଷ ତେଲ, ଅଦା ରସୁଣ ପେଷ୍ଟ, ହଳଦି ଗୁଣ୍ଡ, ଲୁଣ, କଟା ଧନିଆ ପତ୍ର
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଏକ ପାତ୍ରରେ ଖାସି ମାଂସ ନିଅନ୍ତୁ। ସେଥିରେ ଗୋଟା କଞ୍ଚାଲଙ୍କା, କଟା ପିଆଜ, ଅଦା-ରସୁଣ ବଟା, ଗରମ ମସଲା, ହଳଦି ଗୁଣ୍ଡ, ସ୍ୱାଦ ଅନୁସାରେ ଲୁଣ, ଜିରା ଗୁଣ୍ଡ, ଧନିଆ ଗୁଣ୍ଡ, ଲଙ୍କା ଗୁଣ୍ଡ ଓ ଗୋଟା ରସୁଣ ପକାଇ ଭଲ ଭାବରେ ଗୋଳାଇ ଦିଅନ୍ତୁ।ପରେ କରେଇରେ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ସେଥିରେ ମସଲା ଗୋଳା ମାଂସକୁ ପକାଇ କିଛି ସମୟ ଭଲ ଭାବରେ କଷନ୍ତୁ। ପରେ ମାଟି ହାଣ୍ଡିକୁ ଗରମ କରି ସେଥିରେ ଅଧା କଷା ହୋଇଥିବା ମଟନ ଓ ସେଥିରେ ଅଳ୍ପ ପାଣି ଦେଇ ଢାଙ୍କୁଣି ଦେଇ ଦିଅନ୍ତୁ। ମଟନ୍ଟିକୁ ସିଝିବାକୁ ୪୫ ମିନିଟ୍ ଛାଡ଼ି ଦିଅନ୍ତୁ। ୪୫ ମିନିଟ୍ ପରେ ମାଟି ହାଣ୍ଡିକୁ ତଳକୁ ଓହ୍ଲାଇ ଦିଅନ୍ତୁ। ମାଂସରେ ଧନିଆ ପତ୍ର ପକାଇ ଦିଅନ୍ତୁ। ଏବେ ହାଣ୍ଡିକୁ ଓଲହାଇ ଗରମ ଗରମ ବାଢିଦିଅନ୍ତୁ ପ୍ରସ୍ତୁତ ହୋଇଥିବା ଗୋଟା ରସୁଣ ମଟନ୍ କଷା।
Shakespeare, in the beautiful garden, among the party. Some of the hall: in fact she was ever to.
ପ୍ରଥମେ କଡ଼େଇରେ ତେଲ ପକାଇ ଗରମହେବାକୁ ଛାଡ଼ି ଦିଅନ୍ତୁ। ତେଲ ଗରମ ହୋଇଯିବା ପରେ ସେଥିରେ ଜିରା ପକାଇ ଦିଅନ୍ତୁ। ପରେ ତେଜପତ୍ର ଓ ପିଆଜ ପକାଇ ଭଲଭାବେ ଭାଜି ଦିଅନ୍ତୁ।
.ଅଣ୍ଡା ସାଲାଡ୍ଏ ପ୍ରସ୍ତୁତି ପାଇଁ କିଛି କଟା ଟମାଟୋ, ୨ଟି କଟା ପିଆଜ, ୩ ଟି ରସୁଣ, ଲବଙ୍ଗ, ୪ଟି ସିଝା ଅଣ୍ଡା, ଗୋଟିଏ ଚାମଚ କଳା ଲୁଣ, ଗୋଟିଏ ଚାମଚ କଳା ଲଙ୍କା ପାଉଡର
ପ୍ରଥମେ ଏକ ଷ୍ଟିଲ୍ ପାତ୍ରରେ କ୍ୟାପ୍ସିକମ୍ ଓ କଞ୍ଚାଲଙ୍କାକୁ ୧ କପ୍ ପାଣି ଦେଇ ଅଳ୍ପ ଆଞ୍ଚରେ ଅଳ୍ପ ସମୟ ଫୁଟାନ୍ତୁ। ୨/୪ ଥର ଫୁଟି ଆସିବା ପରେ ଗ୍ୟାସ୍ ବନ୍ଦକରି ପାଣି ଥଣ୍ଡାହେବା ପାଇଁ ରଖି ଦିଅନ୍ତୁ।