ଆଜି ହିଁ ଘରେ ପ୍ରସ୍ତୁତ କରନ୍ତୁ "ଦହି ଭଲ୍ଲା"
ପ୍ରଥମେ ସିଝା ଆଳୁକୁ ଭଲଭାବରେ ଚକଟି ଦିଅନ୍ତୁ। ପରେ ସେଥିରେ କଟା ପିଆଜ, ଧନିଆ ପତ୍ର, କଞ୍ଚା ଲଙ୍କା ଓ ସ୍ୱାଦ ଅନୁସାରେ ଲୁଣ ପକାଇ ଗୋଳାଇ ଦିଅନ୍ତୁ। ପରେ ବ୍ରେଡ୍ ( ପାଉଁରୁଟି) ଆଣି ତାର ସାଇଟ୍ ଅଂଶ ଗୁଡ଼ିକ ବାହାର କରି ଦିଅନ୍ତୁ।
Loading...
କଙ୍କଡ଼ାକୁ ସଫା କରିବା ପରେ ଏଥିରେ ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଅଳ୍ପ ଲୁଣ, ଅଦା-ରସୁଣ ବଟା ଓ ପିଆଜ ବଟା ପକାଇ ଗୋଳାଇ ଦିଅନ୍ତୁ।
କଙ୍କଡ଼ା, ପିଆଜ ବଟା, ଲଙ୍କା ଗୁଣ୍ଡ, ଧନିଆ ଗୁଣ୍ଡ, କଟା ପିଆଜ, ଲୁଣ, ଗରମ ମସଲା, ଜିରା ଗୁଣ୍ଡ, ଅଦା-ରସୁଣ ପେଷ୍ଟ, ତେଲ, ଟମାଟୋ ପେଷ୍ଟ, ତେଜପତ୍ର ଓ ଫୁଟଣ।
କଙ୍କଡ଼ାକୁ ସଫା କରିବା ପରେ ଏଥିରେ ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଅଳ୍ପ ଲୁଣ, ଅଦା-ରସୁଣ ବଟା ଓ ପିଆଜ ବଟା ପକାଇ ଗୋଳାଇ ଦିଅନ୍ତୁ। ଏବେ ମାଟି ହାଣ୍ଡିରେ ତେଲ ଗରମ କରନ୍ତୁ। ତେଲ ଗରମ ହୋଇଯିବା ପରେ ସେଥିରେ ଫୁଟଣ, ତେଜପତ୍ର, କଟା ପିଆଜ ଏବଂ ସ୍ୱାଦ ଅନୁସାରେ ଆଉ ଟିକେ ଲୁଣ ପକାଇ ଗୋଳାନ୍ତୁ।
ପିଆଜ ଭାଜି ହୋଇଯିବା ପରେ ସେଥିରେ ଅଳ୍ପ ପିଆଜ ବଟା, ଅଦା-ରସୁଣ ବଟା, ଲଙ୍କା ଗୁଣ୍ଡ, ଧନିଆ ଗୁଣ୍ଡ ଏବଂ ଜିରା ଗୁଣ୍ଡ ପକାନ୍ତୁ ଓ କଷନ୍ତୁ। ମସଲା ଭଲ ଭାବେ କଷି ହୋଇଯିବା ପରେ ପୂର୍ବରୁ ମସଲା ଗୋଳାଇ ରଖିଥିବା କଙ୍କଡ଼ାକୁ ସେଥିରେ ପକାଇ ଗୋଳାଇ ଦିଅନ୍ତୁ ଓ କଷନ୍ତୁ। କଙ୍କଡ଼ା ଭଲ ଭାବେ କଷି ହୋଇଗଲେ ସେଥିରେ ଟମାଟୋ ପେଷ୍ଟ୍ ଓ ପାଣି ଦେଇ ଫୁଟାନ୍ତୁ। କିଛି ସମୟ ଫୁଟିବା ପରେ ସେଥିରେ ଗରମ ମସଲା ପକାନ୍ତୁ ଓ ଗ୍ୟାସ୍ ବନ୍ଦ କରି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଆପଣଙ୍କ ମାଟି ହାଣ୍ଡି କଙ୍କଡ଼ା। ଏହାକୁ ଭାତ ସହିତ ଖାଆନ୍ତୁ, ଖୁବ୍ ଭଲ ଲାଗିବ।
Shakespeare, in the beautiful garden, among the party. Some of the hall: in fact she was ever to.
ପ୍ରଥମେ ସିଝା ଆଳୁକୁ ଭଲଭାବରେ ଚକଟି ଦିଅନ୍ତୁ। ପରେ ସେଥିରେ କଟା ପିଆଜ, ଧନିଆ ପତ୍ର, କଞ୍ଚା ଲଙ୍କା ଓ ସ୍ୱାଦ ଅନୁସାରେ ଲୁଣ ପକାଇ ଗୋଳାଇ ଦିଅନ୍ତୁ। ପରେ ବ୍ରେଡ୍ ( ପାଉଁରୁଟି) ଆଣି ତାର ସାଇଟ୍ ଅଂଶ ଗୁଡ଼ିକ ବାହାର କରି ଦିଅନ୍ତୁ।
ଆମ ଓଡ଼ିଆ ଘରେ ବାର ମାସରେ ତେର ପର୍ବ । ଆଉ ଏହି ପର୍ବପର୍ବାଣୀରେ ଘର ମାନଙ୍କରେ ବିଭିନ୍ନ ପିଠା ତିଆରି କରାଯାଏ । ଏନେଇ ଆଜି ଆମେ ଏକ ସୁଆଦିଆ ପାରମ୍ପରିକ ଓଡ଼ିଆ ମିଠାର ରେସିପି ପ୍ରସ୍ତୁତ କରିବୁ ।
ପ୍ରଥମେ ପ୍ୟାନରେ ତେଲକୁ ଗରମ କରି ଅଣ୍ଡା କୁ ଭାଜି କାଢି ରଖନ୍ତୁ । ପ୍ୟାନରେ ତେଲ ଗରମ କଞ୍ଚା ଲଙ୍କା କୁ ଭାଜନ୍ତୁ । ଏବେ ପିଆଜ ପକାଇ ସୁନେଲି ରଙ୍ଗ ଆସିବା ଯାଏ ଭାଜନ୍ତୁ । ଅଦା ରସୁଣ ପେଷ୍ଟ ପକାଇ ୧ ମିନିଟ ପାଇଁ ଭାଜନ୍ତୁ । ପରେ କଟା ବିଲାତି ପକାଇ ନରମ ହେବ ଯାଏ ରାନ୍ଧନ୍ତୁ ।