ଆଜି ହିଁ ଘରେ ପ୍ରସ୍ତୁତ କରନ୍ତୁ "ଦହି ଭଲ୍ଲା"
ପ୍ରଥମେ ସିଝା ଆଳୁକୁ ଭଲଭାବରେ ଚକଟି ଦିଅନ୍ତୁ। ପରେ ସେଥିରେ କଟା ପିଆଜ, ଧନିଆ ପତ୍ର, କଞ୍ଚା ଲଙ୍କା ଓ ସ୍ୱାଦ ଅନୁସାରେ ଲୁଣ ପକାଇ ଗୋଳାଇ ଦିଅନ୍ତୁ। ପରେ ବ୍ରେଡ୍ ( ପାଉଁରୁଟି) ଆଣି ତାର ସାଇଟ୍ ଅଂଶ ଗୁଡ଼ିକ ବାହାର କରି ଦିଅନ୍ତୁ।
Loading...
ପ୍ରଥମେ କରେଇରେ ତେଲ ଗରମ କରନ୍ତୁ। ତେଲ ଗରମ ହେବାପରେ ଧନିଆକୁ ଗୁଣ୍ଡକୁ ସେଥିରେ ପକାଇ ଗୋଳାଇ ଦିଅନ୍ତୁ। ପରେ ସେଥିରେ ଅଦା ରସୁଣ ପେଷ୍ଟ, କଟା ପିଆଜ ଓ ଶୁଖିଲା ଲଙ୍କା ପକାଇ ଅଳ୍ପ ସମୟ ପାଇଁ କଷନ୍ତୁ।
ଆବଶ୍ୟକ ସାମଗ୍ରୀ: ଧନିଆକୁ ଗୁଣ୍ଡ, ଚିକେନ, ଅଦା ରସୁଣ ପେଷ୍ଟ, କଟା ପିଆଜ, ଶୁଖିଲା ଲଙ୍କା, ମେଥି ପତ୍ର, କଞ୍ଚା ଲଙ୍କା ବଟା, ଲୁଣ, ଲଙ୍କା ପାଉଡର, ଚାଟ ମସଲା, ଗରମ ମସଲା, କ୍ରିମ
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ କରେଇରେ ତେଲ ଗରମ କରନ୍ତୁ। ତେଲ ଗରମ ହେବାପରେ ଧନିଆକୁ ଗୁଣ୍ଡକୁ ସେଥିରେ ପକାଇ ଗୋଳାଇ ଦିଅନ୍ତୁ। ପରେ ସେଥିରେ ଅଦା ରସୁଣ ପେଷ୍ଟ, କଟା ପିଆଜ ଓ ଶୁଖିଲା ଲଙ୍କା ପକାଇ ଅଳ୍ପ ସମୟ ପାଇଁ କଷନ୍ତୁ। ତା’ ପରେ ସେଥିରେ ମେଥି ପତ୍ର ଓ କଞ୍ଚା ଲଙ୍କା ବଟା, ସ୍ୱାଦ ଅନୁସାରେ ଲୁଣ, ଲଙ୍କା ପାଉଡର, ଚାଟ ମସଲା ଓ ଗରମ ମସଲା ପକାଇ ଗୋଳାଇ ଦିଅନ୍ତୁ। ଏହା ପରେ ସେଥିରେ ଚିକେନକୁ ପକାଇ ଗୋଳାଇ ଦିଅନ୍ତୁ। ତା’ ପରେ ସେଥିରେ କ୍ରିମ ପକାଇ ଦେଇ ଗୋଳାଇ ଦେଇ ଚିକେନକୁ ଅଧ ଘଣ୍ଟା ପାଇଁ ସିଝିବାକୁ ଛାଡି ଦିଅନ୍ତୁ। ଅଧ ଘଣ୍ଟାଏ ପରେ ଗ୍ୟାସ ଆଞ୍ଚକୁ ବନ୍ଦ କରି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ମେଥି ଚିକେନ।
Shakespeare, in the beautiful garden, among the party. Some of the hall: in fact she was ever to.
ପ୍ରଥମେ ସିଝା ଆଳୁକୁ ଭଲଭାବରେ ଚକଟି ଦିଅନ୍ତୁ। ପରେ ସେଥିରେ କଟା ପିଆଜ, ଧନିଆ ପତ୍ର, କଞ୍ଚା ଲଙ୍କା ଓ ସ୍ୱାଦ ଅନୁସାରେ ଲୁଣ ପକାଇ ଗୋଳାଇ ଦିଅନ୍ତୁ। ପରେ ବ୍ରେଡ୍ ( ପାଉଁରୁଟି) ଆଣି ତାର ସାଇଟ୍ ଅଂଶ ଗୁଡ଼ିକ ବାହାର କରି ଦିଅନ୍ତୁ।
ଆମ ଓଡ଼ିଆ ଘରେ ବାର ମାସରେ ତେର ପର୍ବ । ଆଉ ଏହି ପର୍ବପର୍ବାଣୀରେ ଘର ମାନଙ୍କରେ ବିଭିନ୍ନ ପିଠା ତିଆରି କରାଯାଏ । ଏନେଇ ଆଜି ଆମେ ଏକ ସୁଆଦିଆ ପାରମ୍ପରିକ ଓଡ଼ିଆ ମିଠାର ରେସିପି ପ୍ରସ୍ତୁତ କରିବୁ ।
ପ୍ରଥମେ ପ୍ୟାନରେ ତେଲକୁ ଗରମ କରି ଅଣ୍ଡା କୁ ଭାଜି କାଢି ରଖନ୍ତୁ । ପ୍ୟାନରେ ତେଲ ଗରମ କଞ୍ଚା ଲଙ୍କା କୁ ଭାଜନ୍ତୁ । ଏବେ ପିଆଜ ପକାଇ ସୁନେଲି ରଙ୍ଗ ଆସିବା ଯାଏ ଭାଜନ୍ତୁ । ଅଦା ରସୁଣ ପେଷ୍ଟ ପକାଇ ୧ ମିନିଟ ପାଇଁ ଭାଜନ୍ତୁ । ପରେ କଟା ବିଲାତି ପକାଇ ନରମ ହେବ ଯାଏ ରାନ୍ଧନ୍ତୁ ।