ଆସନ୍ତୁ ପ୍ରସ୍ତୁତ କରିବା ''ବରକୋଳି ଆଚାର''
ବରକୋଳିକୁ ସଫାକରି ଧୋଇ ପାଣି ଛଡ଼ାଇ ଲୁଣ ଗୋଳାଇ ୨ଟି ଖରା ଦେବାପରେ ତିନ୍ତୁଳିମଣ୍ଡ ଗୋଳାଇ ଆଉ ୩ଟି ଖରା ଦେଇ ରଖନ୍ତୁ ।
Loading...
ପ୍ରଥମେ ପନିରକୁ ଛୋଟ ଛୋଟ ପିସ୍ କରି କାଟି ଦିଅନ୍ତୁ। ତେଲ ଗରମ କରି ଏଗୁଡ଼ିକୁ ଲାଲ୍ ହେବା ଯାଏ ଭାଜି ଏକ ପାତ୍ରରେ କାଢ଼ି ରଖନ୍ତୁ।
ପନିର, କଟା ପିଆଜ, କଟା ରସୁଣ, କଟା ଅଦା, କଟା କଞ୍ଚାଲଙ୍କା, ପିଆଜ-ଅଦା-ରସୁଣ ବଟା, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, ଟମାଟୋ ସସ୍, ଚିଲି ସସ୍, ଖାଇବା କଲର୍, ଗରମ ମସଲା ଗୁଣ୍ଡ ଓ ତେଲ।
ପ୍ରଥମେ ପନିରକୁ ଛୋଟ ଛୋଟ ପିସ୍ କରି କାଟି ଦିଅନ୍ତୁ। ତେଲ ଗରମ କରି ଏଗୁଡ଼ିକୁ ଲାଲ୍ ହେବା ଯାଏ ଭାଜି ଏକ ପାତ୍ରରେ କାଢ଼ି ରଖନ୍ତୁ। ଏବେ କଡ଼େଇରେ ତେଲ ଗରମ କରି ସେଥିରେ କଟା ପିଆଜ, କଟା ରସୁଣ, କଟା ଅଦା, କଟା କଞ୍ଚାଲଙ୍କା ପକାଇ ହାଲକା ଭାଜନ୍ତୁ। ଏଥିରେ ପିଆଜ-ଅଦା-ରସୁଣ ବଟା, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, ଅଳ୍ପ ଟମାଟୋ ସସ୍ ଓ ଅଳ୍ପ ଚିଲି ସସ୍ ପକାଇ ଭଲ ଭାବେ କଷି ଦିଅନ୍ତୁ। ଖାଇବା କଲର୍ ପକାନ୍ତୁ। ମସଲା କଷି ହୋଇଗଲେ ଗରମ ମସଲା ଗୁଣ୍ଡ ପକାଇ ଭଜା ପନିରକୁ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ମସଲା ଟିକେ ଶୁଖିଲା ହୋଇଗଲେ ଚୁଲି ବନ୍ଦ କରି ଏହାକୁ ଏକ ପ୍ଲେଟ୍କୁ କାଢ଼ି ଦିଅନ୍ତୁ।
ବର୍ତ୍ତମାନ ପ୍ରସ୍ତୁତ ହୋଇଗଲା ଆପଣଙ୍କର ‘ପନିର ଚଟପଟି’l
Shakespeare, in the beautiful garden, among the party. Some of the hall: in fact she was ever to.
ବରକୋଳିକୁ ସଫାକରି ଧୋଇ ପାଣି ଛଡ଼ାଇ ଲୁଣ ଗୋଳାଇ ୨ଟି ଖରା ଦେବାପରେ ତିନ୍ତୁଳିମଣ୍ଡ ଗୋଳାଇ ଆଉ ୩ଟି ଖରା ଦେଇ ରଖନ୍ତୁ ।
ପ୍ରଥମେ ତଡ଼କାକୁ ପାଣିରେ ୫ରୁ ୬ ଘଣ୍ଟା ଭିଜାଇ ଦିଅନ୍ତୁ। ଏହା ଭିଜିଗଲା ପରେ ତାକୁ କରି ସିଝାଇ ଦିଅନ୍ତୁ। ପରେ ଏହାକୁ ଏକ ପାତ୍ରକୁ କାଢ଼ି ଦିଅନ୍ତୁ। କଡ଼େଇରେ ତେଲ ଗରମ କରନ୍ତୁ।
ଆଜି ମହିଳା ଥାନାକୁ ଆସିବେ ନାହିଁ ହ୍ୟୁମାନ ସାଗର। ସୂଚନା ମୁତାବକ ଗତ ଗୁରୁବାର ଦିନ ହ୍ୟୁମାନ ସାଗର ଓ ତାଙ୍କ ପତ୍ନୀ ଶ୍ରୀୟା ମିଶ୍ର କଟକ ମହିଳା ଥାନାକୁ ଆସିଥିଲେ କାଉସିଲିଂ ପାଇଁ। ଶ୍ରୀୟା ୨ ଦିନ ସମୟ ନେଇଥିଲେ ।