ଆସନ୍ତୁ ପ୍ରସ୍ତୁତ କରିବା ''ବରକୋଳି ଆଚାର''
ବରକୋଳିକୁ ସଫାକରି ଧୋଇ ପାଣି ଛଡ଼ାଇ ଲୁଣ ଗୋଳାଇ ୨ଟି ଖରା ଦେବାପରେ ତିନ୍ତୁଳିମଣ୍ଡ ଗୋଳାଇ ଆଉ ୩ଟି ଖରା ଦେଇ ରଖନ୍ତୁ ।
Loading...
ପ୍ରଥମେ କାକୁଡ଼ିକୁ ଲମ୍ବା ଲମ୍ବା କରି କାଟି ଦିଅନ୍ତୁ। ଏକ ଚାମଚରେ ଏହାର ମଞ୍ଜି ବାହାର କରି ଦିଅନ୍ତୁ। ଏବେ ଏକ ପାତ୍ରରେ ପନିର୍, ଟମାଟୋ ଓ ସୂର୍ଯ୍ୟମୁଖୀ ମଞ୍ଜି ପକାଇ ମିଶାନ୍ତୁ।
ଆଜି ଆମେ ଆପଣଙ୍କୁ କାକୁଡ଼ି ଓ ପନିର୍କୁ ନେଇ ପ୍ରସ୍ତୁତ ନିଆରା ସ୍ୱାଦର ‘ଷ୍ଟଫ୍ଡ୍ କୁକୁମ୍ବର୍’ର ପ୍ରସ୍ତୁତି ସମ୍ପର୍କରେ କହିବୁ।
କାକୁଡ଼ି, ପନିର୍, ଟମାଟୋ, ସୂର୍ଯ୍ୟମୁଖୀ ମଞ୍ଜି, ତୁଳସୀ ପତ୍ର, ଗୋଲମରିଚ ଗୁଣ୍ଡ, ସ୍ୱାଦାନୁସାରେ ଲୁଣ ଓ ଦହି।
ପ୍ରଥମେ କାକୁଡ଼ିକୁ ଲମ୍ବା ଲମ୍ବା କରି କାଟି ଦିଅନ୍ତୁ। ଏକ ଚାମଚରେ ଏହାର ମଞ୍ଜି ବାହାର କରି ଦିଅନ୍ତୁ। ଏବେ ଏକ ପାତ୍ରରେ ପନିର୍, ଟମାଟୋ ଓ ସୂର୍ଯ୍ୟମୁଖୀ ମଞ୍ଜି ପକାଇ ମିଶାନ୍ତୁ। ଏଥିରେ ସ୍ୱାଦ ଅନୁସାରେ ଲୁଣ ଓ ଗୋଲମରିଚ ଗୁଣ୍ଡ ପକାଇ ଭଲ ଭାବେ ମିଶାନ୍ତୁ। ଏହି ମିଶ୍ରଣକୁ କାକୁଡ଼ି ଭିତରେ ଭରନ୍ତୁ। ଏହାକୁ ତୁଳସୀ ପତ୍ରରେ ସଜାନ୍ତୁ। ଆପଣ ଚାହିଁଲେ,ଏଥିରେ ପନିର୍ ସ୍ଥାନରେ ଫ୍ଲେବର୍ଡ ଦହି ମଧ୍ୟ ବ୍ୟବହାର କରିପାରିବେ। ଏହାବ୍ୟତୀତ ଆପଣ କାକୁଡ଼ିକୁ ନିଜ ମନ ପସନ୍ଦ ଆକାର ମଧ୍ୟ ଦେଇପାରିବେ। ଏବେ ପ୍ରସ୍ତୁତ ହୋଇଗଲା ଆପଣଙ୍କ ‘ଷ୍ଟଫ୍ଡ୍ କୁକୁମ୍ବର୍’। ଏହାକୁ ଟମାଟୋ ସସ୍ ସହ ପରଷନ୍ତୁ।
Shakespeare, in the beautiful garden, among the party. Some of the hall: in fact she was ever to.
ବରକୋଳିକୁ ସଫାକରି ଧୋଇ ପାଣି ଛଡ଼ାଇ ଲୁଣ ଗୋଳାଇ ୨ଟି ଖରା ଦେବାପରେ ତିନ୍ତୁଳିମଣ୍ଡ ଗୋଳାଇ ଆଉ ୩ଟି ଖରା ଦେଇ ରଖନ୍ତୁ ।
ପ୍ରଥମେ ତଡ଼କାକୁ ପାଣିରେ ୫ରୁ ୬ ଘଣ୍ଟା ଭିଜାଇ ଦିଅନ୍ତୁ। ଏହା ଭିଜିଗଲା ପରେ ତାକୁ କରି ସିଝାଇ ଦିଅନ୍ତୁ। ପରେ ଏହାକୁ ଏକ ପାତ୍ରକୁ କାଢ଼ି ଦିଅନ୍ତୁ। କଡ଼େଇରେ ତେଲ ଗରମ କରନ୍ତୁ।
ଆଜି ମହିଳା ଥାନାକୁ ଆସିବେ ନାହିଁ ହ୍ୟୁମାନ ସାଗର। ସୂଚନା ମୁତାବକ ଗତ ଗୁରୁବାର ଦିନ ହ୍ୟୁମାନ ସାଗର ଓ ତାଙ୍କ ପତ୍ନୀ ଶ୍ରୀୟା ମିଶ୍ର କଟକ ମହିଳା ଥାନାକୁ ଆସିଥିଲେ କାଉସିଲିଂ ପାଇଁ। ଶ୍ରୀୟା ୨ ଦିନ ସମୟ ନେଇଥିଲେ ।