Loading...

ଜାନୁଆରି ୧୨ ତାରିଖରୁ ହୋମଯଜ୍ଞ ଆରମ୍ଭ ହୋଇ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିବେ ନବୀନ

ଜାନୁଆରି ୧୨ ତାରିଖରୁ ହୋମଯଜ୍ଞ ଆରମ୍ଭ ହୋଇ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିବେ ନବୀନ

ଜାନୁଆରି ୧୨ ତାରିଖରୁ ହୋମଯଜ୍ଞ ଆରମ୍ଭ ହୋଇ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ।

ଜାନୁଆରି ୧୨ ତାରିଖରୁ ହୋମଯଜ୍ଞ ଆରମ୍ଭ ହୋଇ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ।ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ।  ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ପୂର୍ବରୁ ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଜଗନ୍ନାଥ ବଲ୍ଲଭ ଉନ୍ନୟନ କାମର ସମୀକ୍ଷା କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ପ୍ରକଳ୍ପ ପ୍ରତିଷ୍ଠା, ପୂଜା ଓ ଲୋକାର୍ପଣ ନେଇ ବୈଠକରେ ଆଲୋଚନା ଥିବାରୁ ତା ପୂର୍ବରୁ ଗଜପତି ମହାରାଜା ସମୀକ୍ଷା କରିଛନ୍ତି। ଗଜପତି ମହାରାଜାଙ୍କ ସମୀକ୍ଷା ବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଜିଲ୍ଲାପାଳ ମଧ୍ୟ ଉପସ୍ଥିତ ଥିଲେ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.