Loading...

ଦ୍ରୁତ ଗତିରେ ଗାଡ଼ି ଚଳାଇବାରୁ ଅଧିନାୟକ ରୋହିତ ଶର୍ମାଙ୍କ ନାଁରେ କଟିଲା ଚାଲାଣ

ଦ୍ରୁତ ଗତିରେ ଗାଡ଼ି ଚଳାଇବାରୁ ଅଧିନାୟକ ରୋହିତ ଶର୍ମାଙ୍କ ନାଁରେ କଟିଲା ଚାଲାଣ

ଗତ ୧୪ ତାରିଖରେ ଖେଳା ଯାଇଥଇବା ଓଡିଆଇ ବିଶ୍ୱକପ୍‌ ମ୍ୟାଚ୍‌ରେ ପାକିସ୍ତାନକୁ ପରାସ୍ତ କରିଥିଲା ଭାରତ। ବାଂଲାଦେଶ ବିପକ୍ଷରେ ମ୍ୟାଚ୍‌ ପୂର୍ବରୁ ଦଳକୁ ବିଶ୍ରାମା ନେବା ପାଇଁ ୫ ଦିନ ସମୟ ଦିଆଯାଇଥିଲା।

ଗତ ୧୪ ତାରିଖରେ ଖେଳା ଯାଇଥଇବା ଓଡିଆଇ ବିଶ୍ୱକପ୍‌ ମ୍ୟାଚ୍‌ରେ ପାକିସ୍ତାନକୁ ପରାସ୍ତ କରିଥିଲା ଭାରତ। ବାଂଲାଦେଶ ବିପକ୍ଷରେ ମ୍ୟାଚ୍‌ ପୂର୍ବରୁ ଦଳକୁ ବିଶ୍ରାମା ନେବା ପାଇଁ ୫ ଦିନ ସମୟ ଦିଆଯାଇଥିଲା। ତେବେ ଅଧିନାୟକ ରୋହିତ ଶର୍ମା ଟିମ୍‌ ସହ ନଯାଇ ନିଜର ନୀଳ ରଙ୍ଗର ଲମ୍ବରଗିନି କାର୍‌ ଯୋଗେ ମୁମ୍ବାଇ ବାସଭବନକୁ ଯାଇଥିଲେ। ଏହି ସମୟରେ ମୁମ୍ବାଇ-ପୁନେ ହାଇଓ୍ୱେ ଉପରେ ଦ୍ରୁତ ଗତିରେ କାର୍‌ ଚଳାଇଥିଲେ ରୋହିତ ଶର୍ମା।ନିଜ ଘରକୁ ଯିବା ବେଳେ ରାଜପଥରେ ଘଣ୍ଟା ପ୍ରତି ୨୦୦ କିମିରୁ ୨୧୫ ବେଗରେ ରୋହିତଙ୍କ କାର୍‌ ଦୌଡି ଥିଲା। ଫଳରେ ଟ୍ରାଫିକ ନିୟମ ଉଲ୍ଲଙ୍ଘନ କରିବା ଅଭିଯୋଗରେ ମହାରାଷ୍ଟ୍ର ଟ୍ରାଫିକ ପକ୍ଷରୁ ତାଙ୍କ ନାଁରେ ଭିନ୍ନ ଭିନ୍ନ ସ୍ଥାନରେ ୩ଟି ଚାଲାଣ କଟାଯାଇଛି। ରୋହିତ ଶର୍ମାଙ୍କ ବେପରୁଆ ଗାଡି ଚାଳନାକୁ ମହାରାଷ୍ଟ୍ର ଟ୍ରାଫିକ ପକ୍ଷରୁ ନିନ୍ଦା ମଧ୍ୟ କରାଯାଇଛି।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.