ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ଏସ୍. ଏସ୍. ରାଜାମୌଲୀଙ୍କ ‘ଆର୍ଆର୍ଆ୍’ (ରୌଦ୍ରମ୍ ରଣମ୍ ରୁଧିରମ୍) ଚଳଚ୍ଚିତ୍ରର ‘ନାଟୁ ନାଟୁ’ ଗୀତ ଶ୍ରେଷ୍ଠ ମୌଳିକ ଗୀତ ବର୍ଗରେ ହଲିଉଡ୍ର ଅନ୍ୟତମ ସମ୍ମାନଜନକ ପୁରସ୍କାର ‘ଗୋଲ୍ଡେନ୍ ଗ୍ଲୋବ୍ସ୍’ ବିଜୟୀ ହୋଇଛି
ଏସ୍. ଏସ୍. ରାଜାମୌଲୀଙ୍କ ‘ଆର୍ଆର୍ଆ୍’ (ରୌଦ୍ରମ୍ ରଣମ୍ ରୁଧିରମ୍) ଚଳଚ୍ଚିତ୍ରର ‘ନାଟୁ ନାଟୁ’ ଗୀତ ଶ୍ରେଷ୍ଠ ମୌଳିକ ଗୀତ ବର୍ଗରେ ହଲିଉଡ୍ର ଅନ୍ୟତମ ସମ୍ମାନଜନକ ପୁରସ୍କାର ‘ଗୋଲ୍ଡେନ୍ ଗ୍ଲୋବ୍ସ୍’ ବିଜୟୀ ହୋଇଛି।ଏହି ଗୀତର ଗୀତିକାର ହେଉଛନ୍ତି କାଳ ଭୈରବୀ ଓ ରାହୁଲ୍ ସିପ୍ଲିଗୁଞ୍ଜ ଏବଂ ସ୍ବରସଂଯୋଜକ ହେଉଛନ୍ତି ବିଶିଷ୍ଟ ସଙ୍ଗୀତ ନିର୍ଦେଶକ ଏମ୍. ଏମ୍. କୀରାୱାଣୀ।ଏହି ପୁରସ୍କାର ଗ୍ରହଣ କରିବା ନିମନ୍ତେ ଚଳଚ୍ଚିତ୍ରର ନିର୍ଦେଶକ ଏସ୍. ଏସ୍. ରାଜାମୌଲୀ ଏବଂ ଅଭିନେତା ଜୁନିୟର୍ ଏନ୍.ଟି.ଆର୍., ରାମ ଚରଣ ଆଦି କାଲିଫର୍ଣ୍ଣିଆ ଗସ୍ତ କରିଥିଲେ। ସେଠରେ ଆୟୋଜିତ ‘ଦି ଗୋଲ୍ଡେନ୍ ଗ୍ଲୋବ୍ସ୍ ୨୦୨୩’ (୮୦ତମ) ସମାରୋହରେ ପୁରସ୍କାର ଗ୍ରହଣ କରିବା ଅବସରରେ ରାଜାମୌଲୀ ବିଶ୍ବବ୍ୟାପୀ ସମସ୍ତ ପ୍ରଶଂସକଙ୍କୁ କୃତଜ୍ଞତା ଜଣାଇଛନ୍ତି।
‘ଆର୍ଆର୍ଆର୍’ ହେଉଛି ‘ଦି ଗୋଲ୍ଡେନ୍ ଗ୍ଲୋବ୍ସ୍’ ଜିଣିବାରେ ପ୍ରଥମ ଭାରତୀୟ ଚଳଚ୍ଚିତ୍ର। ଏହା ମଧ୍ୟ ଶ୍ରେଷ୍ଠ ଅଣ-ଇଂଗ୍ରାଜୀ ଚଳଚ୍ଚିତ୍ର ବର୍ଗରେ ‘ନୋମିନେସନ୍’ ପାଇଛି। ବିଶ୍ବବ୍ୟାପୀ ଏହି ଚଳଚ୍ଚିତ୍ର ପ୍ରାୟ ୧୨୦୦ କୋଟି ଟଙ୍କା ଉପାର୍ଜନ କରି ସାରିଲାଣି।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।