ଆଜି ଓଡିଶା ଦିବସ ପାଳୁଛି ଓଡିଶା, ବାଲୁକା ଚିତ୍ରକଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ
୧୯୩୬ ମସିହା ଏପ୍ରିଲ ମାସ ୧ ତାରିଖରେ ଓଡ଼ିଶାକୁ ମିଳିଥିଲା ଦେଶର ପ୍ରଥମ ଭାଷାଭିତିକ ରାଜ୍ୟ ମାନ୍ୟତା ।ଯାହା ବୟାନ କରେ ଓଡ଼ିଶା ରାଜ୍ୟ ଗଠନର ଗୌରବମୟ ଇତିହାସ ।
Loading...
ୟୁକ୍ରେନ ରାଷ୍ଟ୍ରପତି ଭବନ ଉପରେ ରକେଟ୍ ଆକ୍ରମଣ । ଋଷ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧର ଦଶମ ଦିନରେ ୟୁକ୍ରେନ ରାଷ୍ଟ୍ରପତି ଭବନ ଉପରେ ଆକ୍ରମଣ ହୋଇଛି ।
ୟୁକ୍ରେନ ରାଷ୍ଟ୍ରପତି ଭବନ ଉପରେ ରକେଟ୍ ଆକ୍ରମଣ । ଋଷ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧର ଦଶମ ଦିନରେ ୟୁକ୍ରେନ ରାଷ୍ଟ୍ରପତି ଭବନ ଉପରେ ଆକ୍ରମଣ ହୋଇଛି । ତେବେ ଏଥିରେ କିଛି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି । ତେବେ ଟାର୍ଗେଟ୍ ଫେଲ୍ ମାରିଥିବା କହିଛନ୍ତି ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡୋମିର୍ ଜେଲେନସ୍କି ।
ସୂଚନାଯୋଗ୍ୟ, ଋଷ-ୟୁକ୍ରେନ ମଧ୍ୟରେ ଯୁଦ୍ଧର ଶନିବାର ହେଉଛି ଦଶମ ଦିନ। ଏବେ ବି ଯୁଦ୍ଧ ଜାରି ରହିଛି। ଶୁକ୍ରବାର ୟୁକ୍ରେନର ଜପୋରିଜିୟା ପରମାଣୁ ପ୍ଲାଣ୍ଟକୁ କବଜା କରିନେଇଥିଲା ଋଷ ସେନା। ପରମାଣୁ ପ୍ଲାଣ୍ଟର ଆଡମିନ ବ୍ଲକ ଓ କଣ୍ଟ୍ରୋଲ ବ୍ଲକକୁ ଅକ୍ତିଆର କରିନେଇଥିଲା ଋଷ ସେନା। କିନ୍ତୁ ଗୁଳି ମାଡରେ ପ୍ଲାଣ୍ଟରେ ନିଆଁ ଲାଗିଯାଇଥିଲା। ପରେ ନିଆଁକୁ ଆୟତ କରାଯାଇଥିବା ସୂଚନା ମିଳିଛି। ସେପଟେ ଚିର୍ନୀହୀବ ସହରରେ ୨୪ ଘଣ୍ଟା ଧରି ଋଷ ସେନା ଆକାଶ ମାର୍ଗରୁ ଗୁଳି ବର୍ଷଣ ଜାରି ରଖିଛି। ଏଥିରେ ୪୭ ଜଣ ନାଗରିକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି।।
Shakespeare, in the beautiful garden, among the party. Some of the hall: in fact she was ever to.
୧୯୩୬ ମସିହା ଏପ୍ରିଲ ମାସ ୧ ତାରିଖରେ ଓଡ଼ିଶାକୁ ମିଳିଥିଲା ଦେଶର ପ୍ରଥମ ଭାଷାଭିତିକ ରାଜ୍ୟ ମାନ୍ୟତା ।ଯାହା ବୟାନ କରେ ଓଡ଼ିଶା ରାଜ୍ୟ ଗଠନର ଗୌରବମୟ ଇତିହାସ ।
ସକାଳୁ ସକାଳୁ ରାଜ୍ୟରେ ବର୍ଷାର ପ୍ରକୋପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସହ ପବନ ଓ ଘଡଘଡିରେ ଦୈନଦିନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।
ଗତକାଲି ବଢ଼େଇବାଙ୍କ ଛକରେ ଅଟକି ରହିଥିବା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ ଆଜି ସନ୍ଧ୍ୟାରେ ରାମେଶ୍ୱର ମନ୍ଦିରରେ ପହଞ୍ଚିଛି। ବାଟରେ ରଥ ଦୁଇ ଦୁଇ ଥର ଦବିଥିବା ବେଳେ ଗୋଟିଏ ଚକରୁ ପଳଖା ଛାଡ଼ି ଯାଇଛି।