ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ୟୁକ୍ରେନ୍ରୁ ରଷିଆ ସେନା ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଅନ୍ୟପଟେ ୟୁକ୍ରେନ୍-ରଷିଆ ଉପରେ ମିଶାଇଲ୍ରେ ହମଲା କରିଛି । ରଷିଆର ବେଲଗୋରୋଦ ଅସ୍ତ୍ରଭଣ୍ଡାରକୁ ୟୁକ୍ରେନ କ୍ଷେପଣାସ୍ତ୍ର ମାଡ଼ କରିଛି । ଫଳରେ ସେଠାରେ ଏକ ବଡ଼ ଧରଣର ବିସ୍ଫୋରଣ ହୋଇଛି ।
ରଷିଆ-ୟୁକ୍ରେନ୍ ଯୁଦ୍ଧକୁ ବିତିଲାଣି ୩୫ ଦିନ । ତଥାପି ଏବେ ଯାଏଁ ବାହାରି ପାରିନି କୌଣସି ନିଷ୍କର୍ସ । ଗୋଟେପଟେ ୟୁକ୍ରେନ୍ରୁ ରଷିଆ ସେନା ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଅନ୍ୟପଟେ ୟୁକ୍ରେନ୍-ରଷିଆ ଉପରେ ମିଶାଇଲ୍ରେ ହମଲା କରିଛି । ରଷିଆର ବେଲଗୋରୋଦ ଅସ୍ତ୍ରଭଣ୍ଡାରକୁ ୟୁକ୍ରେନ କ୍ଷେପଣାସ୍ତ୍ର ମାଡ଼ କରିଛି । ଫଳରେ ସେଠାରେ ଏକ ବଡ଼ ଧରଣର ବିସ୍ଫୋରଣ ହୋଇଛି । ରୁଷର ମାଟିରେ ୟୁକ୍ରେନ କ୍ଷେପଣାସ୍ତ୍ର ଆକ୍ରମଣର ଏହା ଦ୍ୱିତୀୟ ଘଟଣା ।ଅନ୍ୟପକ୍ଷେ, ତୁର୍କୀ ରାଜଧାନୀ ଇସ୍ତାନବୁଲରେ ଉଭୟ ପକ୍ଷର ଆଲୋଚନା ପରେ ରାଜଧାନୀ କିଭ୍ ଓ ଚେରନିହିଭ୍ ନିକଟରେ ସେନା ପ୍ରତ୍ୟାହାର ପାଇଁ ରଷିଆ ଘୋଷଣା କରିଛି । ହେଲେ ୟୁକ୍ରେନ ସ୍ପଷ୍ଟ କରିଛି, ଯେପର୍ଯ୍ୟନ୍ତ ରୁଷିଆର ସୈନ୍ୟ ନ ହଟନ୍ତି, ମସ୍କୋର ଘୋଷଣାକୁ ବିଶ୍ୱାସ କରିହେବନି ଦୁଇ ପକ୍ଷ ମଧ୍ୟରେ ଆଲୋଚନା ହୋଇଥିଲେ ମଧ୍ୟ କୌଣସି ନିଷ୍କର୍ସ ବାହାରି ପାରିନଥିବା ମସ୍କୋ କହିଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।