Loading...

ପୁଣି ଫେଲ ମାରିଲା ଋଷିଆ–ୟୁକ୍ରେନ ତୃତୀୟ ବୈଠକ

ପୁଣି ଫେଲ ମାରିଲା ଋଷିଆ–ୟୁକ୍ରେନ ତୃତୀୟ ବୈଠକ

ଗତକାଲି ତୃତୀୟ ପର୍ଯ୍ୟାୟ ପାଖାପାଖି ୩ ଘଂଟା ଧରି ଚାଲିଥିଲା । ହେଲେ କୌଣସି ନିଷ୍କର୍ସ ବାହାରି ପାରିନାହିଁ । ଏହାରି ଭିତରେ ମାର୍ଚ୍ଚ ୧୦ରେ ତୁର୍କୀରେ ବୈଠକ ବସିବ ବୋଲି ଜଣାପଡିଛି ।

ଋଷ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧା ଜାରି ରହିଛି । ଯୁଦ୍ଧର ସମାପ୍ତି ପାଇଁ ଏହାରି ଭିତରେ ତିନି ଥର ବୈଠକ ବସିଛି । ହେଲେ କୌଣସି ନିର୍ଯ୍ୟାସ ବାହାରିନି । ଗତକାଲି ତୃତୀୟ ପର୍ଯ୍ୟାୟ ପାଖାପାଖି ୩ ଘଂଟା ଧରି ଚାଲିଥିଲା । ହେଲେ କୌଣସି ନିଷ୍କର୍ସ ବାହାରି ପାରିନାହିଁ । ଏହାରି ଭିତରେ ମାର୍ଚ୍ଚ ୧୦ରେ ତୁର୍କୀରେ ବୈଠକ ବସିବ ବୋଲି ଜଣାପଡିଛି ।ଏହି ବୈଠକରେ ଋଷ ଏବଂ ୟୁକ୍ରେନର ବୈଦେଶିକ ମନ୍ତ୍ରୀ ଉପସ୍ଥିତ ରହିବେ ବୋଲି ଜଣାପଡିଛି । ତୁର୍କୀର ବୈଦେଶିକ ମନ୍ତ୍ରୀ ମେବଲୁତ କାବୁସୋଗ୍ଲ ଏହି ସୂଚନା ଦେଇଛନ୍ତି । ଏହି ବୈଠକ ତୁର୍କିର ଅନ୍ତାଲ୍ୟାରେ ବସିବ ବୋଲି ଜଣାପଡିଛି । ରିପୋର୍ଟ ମୁତାବିକ୍ ଋଷ ଏବଂ ୟୁକ୍ରେନ ଉପରେ ଆକ୍ରମଣ ପରେ ପ୍ରଥମ ଥର ପାଇଁ ଦୁଇ ଦେଶର ନେତାଙ୍କୁ ଏକାଠି କରି ଅନ୍ୟ ଏକ ଦେଶ ବୈଠକ କରିବାକୁ ଯାଉଛି ।


 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.