ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଏହାରି ଭିତରେ ସ୍କୁଲମାନଙ୍କରେ ଜୁନରେ 11 ଦିନିଆ ଖରାଦିନ ଛୁଟି ଘୋଷଣା ହୋଇଛି । ଯାହାକୁ ଅଭିଭାବକ ଓ ଛାତ୍ରଛାତ୍ରୀ ଅସନ୍ତୋଷ ପ୍ରକାଶ କରିଛନ୍ତି ।
ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଏହାରି ଭିତରେ ସ୍କୁଲମାନଙ୍କରେ ଜୁନରେ 11 ଦିନିଆ ଖରାଦିନ ଛୁଟି ଘୋଷଣା ହୋଇଛି । ଯାହାକୁ ଅଭିଭାବକ ଓ ଛାତ୍ରଛାତ୍ରୀ ଅସନ୍ତୋଷ ପ୍ରକାଶ କରିଛନ୍ତି । ଖରା ଛୁଟିକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରତିକ୍ରିୟା ରଖିଛନ୍ତି । ଜୁନ୍ ବଦଳରେ ମେ’ରେ ଖରା ଛୁଟି ପାଇଁ ଅନେକ ପ୍ରସ୍ତାବ ଆସିଲାଣି । ପରିସ୍ଥିତି ଯଦି ସେମିତି ଆସେ ସେନେଇ ବିଭାଗ ବିଚାର କରିବ କିନ୍ତୁ ଏବେ ସେନେଇ କୌଣସି ନିଷ୍ପତ୍ତି ହୋଇନଥିବା କହିଛନ୍ତି ଗଣ ଶିକ୍ଷାମନ୍ତ୍ରୀ ସମୀର ଦାଶ ।ପାଠପଢାକୁ ଅଧିକ ଗୁରୁତ୍ବ ଦିଆଯାଉଛି । ବର୍ତ୍ତମାନ କୋରୋନା ପ୍ରଭାବ ଏତେ ନାହିଁ । ଦଶମ, ଦ୍ବାଦଶ ପରୀକ୍ଷାରେ ଅସୁବିଧା ହେବନି । ଏ ସପ୍ତାହରେ ସ୍ବତନ୍ତ୍ର ପୁସ୍ତିକା ମିଳିବ ଯେଉଁଥିରେ ୨ ବର୍ଷର ପୁରୁଣା ପାଠ ରହିବ । ମେ’ରେ ନୂଆ ଶିକ୍ଷା ବର୍ଷରୁ ରେଗୁଲାର କୋର୍ସ ସହ ଏହାକୁ ପଢ଼ାଯିବ ବୋଲି ସୂଚନା ଦେଇଛନ୍ତି ଶିକ୍ଷାମନ୍ତ୍ରୀ ସମୀର ଦାଶ । ଦୁଇ ବର୍ଷର ପିଲାଙ୍କ ପାଠପଢା କ୍ଷତି ଭରଣା କରିବା ଉଦ୍ଦେଶ୍ୟ ଏହି ବ୍ୟବସ୍ଥା ହୋଇଛି । ଏହା କେବଳ ଖରା ଛୁଟି ସମୟରେ ହେବାକୁ ଥିବା କ୍ଲାସରେ ପଢ଼ାଯିବନି, ପୁରା ସେସନରେ ପଢ଼ାଯିବ ।
ପ୍ରକାଶ ଥାଉ କି, କିଛି ଦିନ ତଳେ ଚଳିତ ବର୍ଷର ଖରାଦିନ ଛୁଟି 11 ଦିନ ଘୋଷଣା ହୋଇଥିଲା । କୋରୋନା ପାଇଁ ପାଠପଢା ପ୍ରଭାବିତ ହୋଇଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି । ମେ’ ମାସରେ ସର୍ବାଧିକ ଖରା ହେଉଥିବାବେଳେ ପିଲାମାନେ କେମିତି ସ୍କୁଲ ଯିବେ ଏନେଇ ପ୍ରଶ୍ନ କରିଥିଲେ ଅଭିଭାବକ । ଜୁନ୍ ମାସ ଛୁଟି ବଦଳରେ ମେ ମାସରେ ସ୍କୁଲ ବନ୍ଦ କରିବାକୁ ବିଭିନ୍ନ ମହଲରୁ ଦାବି ହୋଇଥିଲା
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।