EnewsOdia.Com

ସୁଦର୍ଶନଙ୍କ ବାଲୁକା କଳାରେ ବାଗଦାଦିର ମୃତ୍ୟୁ

ବିଶ୍ୱର ସବୁଠୁ ବଡ଼ ଆତଙ୍କବାଦୀ ସଂଗଠନ ଆଇଏସ୍‌ର ମୁଖ୍ୟ ଅବୁ ବକର ଅଲ ବାଗଦାଦି ନିହତ ହୋଇଥିବା ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତକାଲି  ଘୋଷଣା କରିଥିଲେ। ଆମେରିକା ସେନାର ସର୍ଜିକାଲ ଷ୍ଟ୍ରାଇକ୍‌ ଭୟରେ ବାଗଦାଦି ନିଜକୁ ବିସ୍ଫୋରଣ କରି ଉଡ଼ାଇ ଦେଇଥିଲା। ତେବେ ବାଗଦାଦିର ମୃତ୍ୟୁକୁ ନେଇ ପୁରୀ ବେଳାଭୂମିରେ ବାଲୁକା କଳା କରାଯାଇଛି।  ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଗଦାଦିର ମୃତ୍ୟୁକୁ ନିଜ କଳା ମାଧ୍ୟମରେ ପ୍ରଦର୍ଶିତ କରିଛନ୍ତି।  ଏଥିରେ ବାଗଦାଦିର ବାଲୁକା ଚିତ୍ର ସହ ଏକ ବାର୍ତ୍ତା ମଧ୍ୟ ଦେଇଛନ୍ତି ସୁଦର୍ଶନ। ବିଶ୍ୱରେ ‌ଆତଙ୍କବାଦର କୌଣସି ସ୍ଥାନ ନାହିଁ ବୋଲି ସେ ତାଙ୍କ  ବାର୍ତ୍ତାରେ ଉଲ୍ଲେଖ କରିଛନ୍ତି।

ସୂଚନାଯୋଗ୍ୟ, ଆମେରିକା ସେନା ବାଗଦାଦିକୁ ଧରିବାକୁ ସର୍ଜିକାଲ ଷ୍ଟ୍ରାଇକ୍‌ କରିଥିଲା । ଏହି ସର୍ଜିକାଲ ଷ୍ଟ୍ରାଇକ୍‌ରେ ନିହତ ହୋଇଥିଲା ଆଇଏସର ମୁଖ୍ୟ ବାଗଦାଦି ନିହତ ହୋଇଥିଲା। ଏହାପରେ ଆଇଏସଆଇର ମୁଖ୍ୟ କର୍ଦଶ ଏହାର ମୁଖ୍ୟ ଭାବେ ନିଯୁକ୍ତ ହୋଇଛି।

ପଢନ୍ତୁ: ଜଷ୍ଟିସ୍‌ ବୋବଡେଙ୍କ ନାଁରେ ମୋହର, ୧୮ରେ ନେବେ ଶପଥ

ସମ୍ବନ୍ଧିତ ଖବର

୧, ୧୬୦ ଏବଂ ୪୫୦ କିଲୋମିଟର ବାଟ ଚାଲି ରେକର୍ଡ କଲେ ଦୁଇଟି ବାଘ

Ratnamani Maharana

ଛାଡ଼ୁନି ସାରଥି ମୋହ, ଭଦ୍ରକ ଟାଉନ ଥାନା ଅଂଚଳରେ ସାରଥି ବାବାଙ୍କୁ ପୂଜାର୍ଚ୍ଚନା

Ratnamani Maharana

ଭୁବନେଶ୍ଵର କମିଲା ପେଟ୍ରୋଲ୍‌ ଓ ଡିଜେଲ୍ ଦର

Ratnamani Maharana

‘ନିର୍ଭୟା’ ମାମଲା: ଫାଶୀଦଣ୍ଡ ବିରୋଧରେ ଦୋଷୀଙ୍କ ହାତରେ ଆଉ ମାତ୍ର ୭ ଦିନ ସମୟ

Ratnamani Maharana

ବଢ଼ିଲା +୨ ପ୍ରାକ୍ଟିକାଲ ପରୀକ୍ଷା ଫି’, ଥିଓରି ପରୀକ୍ଷା ଫି’ ଅପରିବର୍ତ୍ତିତ

Ratnamani Maharana

ଭୀମସାରରେ ଏଚ୍‌ଆଇଭି ସଂକ୍ରମିତ ଉପକରଣରେ ଅ‌ନ୍ୟ ୧୨ ଜଣଙ୍କ ଅସ୍ତ୍ରୋପଚାର

Ratnamani Maharana