EnewsOdia.Com

ବିସିସିଆଇର ସଭାପତି ଭାବେ ଦାଇତ୍ଵ ନେଲେ ସୌରଭ ଗାଙ୍ଗୁଲି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବୁଧବାର ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ସଭାପତି ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିସିସିଆଇର ୩୯ତମ ଅଧ୍ୟକ୍ଷ ଭାବେ ସୌରଭ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି। ଫଳରେ ସୁପ୍ରିମ୍ କୋର୍ଟଙ୍କ ଦ୍ୱାରା ନିଯୁକ୍ତ ପ୍ରଶାସନିକ କମିଟି (ସିଓଏ)ର ୩୩ମାସ ଧରି ଚାଲିଥିବା ଶାସନ ଶେଷ ହୋଇଛି। ବିସିସିଆଇର ଅଧ୍ୟକ୍ଷ ପଦ ପାଇଁ ଗାଙ୍ଗୁଲିଙ୍କ ନାମାଙ୍କନ ସର୍ବସମ୍ମତିକ୍ରମେ ହୋଇଛି।

କ୍ରିକେଟ ପ୍ରଶାସନକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦେଇଥିବା ଗାଙ୍ଗୁଲିଙ୍କ ଟିମ୍‌ରେ ଉତ୍ତରାଖଣ୍ଡର ମହିମ୍ ବର୍ମା ଉପସଭାପତି ଭାବେ ଦାୟିତ୍ୱ ସମ୍ଭାଳିବେ । ସେହିଭଳି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ପୁଅ ଜୟ ଶାହ ସମ୍ପାଦକ ଏବଂ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁରଙ୍କ ଭାଇ ଅରୁଣ ସିଂହ ଧୁମଲ କୋଷାଧ୍ୟକ୍ଷ ଓ କେରଳର ଜୟଶ ଜର୍ଜ ଯୁଗ୍ମ ସମ୍ପାଦକ ଭାବେ ରହିଛନ୍ତି ।

ପଢନ୍ତୁ: ହେଲ୍‌ମେଟ୍‌ ପିନ୍ଧି ଟ୍ରାଫିକ୍‌ ନିୟମ ବୁଝାଉଛି କୁକୁର

 

ସମ୍ବନ୍ଧିତ ଖବର

ଦୂତି ଚାନ୍ଦଙ୍କୁ ଭୋଗ୍ ସ୍ପୋଟର୍ସ ପର୍ସନ୍ ଅଫ୍ ଦି ଇୟର୍ ସମ୍ମାନ

Ratnamani Maharana

କେମିତି ଏତେ ଶାନ୍ତ ଓ ଧୀର ରୁହନ୍ତି ଧୋନି ଜାଣନ୍ତୁ କିପରି

Ratnamani Maharana

ଦୀପାବଳି ପୂର୍ବରୁ ଝିଅ ଜିଭା ସହ ଗାଡ଼ି ଧୋଇଲେ ଧୋନି

Ratnamani Maharana

ବିଶ୍ବକପ୍ ପୂର୍ବରୁ ରାଉରକେଲାକୁ ୬୦୦ କୋଟି

Ratnamani Maharana

ଗୁପ୍‌ଚୁପ୍‌ ପରଷିଲେ ଧୋନି

Ratnamani Maharana

ବାରବାଟୀରେ ଇଣ୍ଡିଆ-ଓ୍ବେଷ୍ଟଇଣ୍ଡିଜ୍ ମ୍ୟାଚ୍ ପାଇଁ ଆସନ୍ତା ୧୯ରୁ କାଉଣ୍ଟରରେ ଟିକେଟ୍ ବିକ୍ରି

Ratnamani Maharana