ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ଯୁକ୍ତ୨ ପର୍ଯ୍ୟନ୍ତ ଶିକ୍ଷା ପ୍ରଦାନ କରୁଥିବା ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ଘରୋଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟକୁ ଗ୍ରୀଷ୍ମ ପ୍ରବାହ ପାଇଁ ଛୁଟି ଘୋଷଣା କରିଛନ୍ତି ରାଜ୍ୟସରକାର।
ଯୁକ୍ତ୨ ପର୍ଯ୍ୟନ୍ତ ଶିକ୍ଷା ପ୍ରଦାନ କରୁଥିବା ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ଘରୋଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟକୁ ଗ୍ରୀଷ୍ମ ପ୍ରବାହ ପାଇଁ ଛୁଟି ଘୋଷଣା କରିଛନ୍ତି ରାଜ୍ୟସରକାର। ସାଧାରଣତଃ ମେ’ ମାସରେ ହେଉଥିବା ଖରା ଛୁଟିକୁ ଏଥର ଆଗୁଆ ଘୋଷଣା କରାଯାଇଛିା ଚଳିତ ବର୍ଷ ପ୍ରବଳ ଗ୍ରୀଷ୍ଣ ପ୍ରବାହ ସହ ଏକାଧିକ ସହରରେ ତାପମାତ୍ରା ୪୦ ଡିଗ୍ରୀକୁ ପାର୍ କରିଛିା ଏନେଇ ଆଜି ସରକାର ବିଧିବଦ୍ଧଭାବେ ଘୋଷଣା କରିବେ ବୋଲି କୁହାଯାଇଛି।
ସୂଚନାଯୋଗ୍ୟ, ଜାରି ରହିଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦୁଇ ଦିନ(ଏପ୍ରିଲ ୧୯ ଓ ୨୦) ପାଇଁ ରାଜ୍ୟର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଥିଲା।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।