ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
୧୪ରୁ କେଜିରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ସରକାର ନିଷ୍ପତି ନେଇଛନ୍ତି ।
୧୪ରୁ କେଜିରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ସରକାର ନିଷ୍ପତି ନେଇଛନ୍ତି । ହେଲେ ପିଲାଙ୍କୁ ବିଦ୍ୟାଳୟକୁ ଛାଡିବେ କି ନାହିଁ, ଏହାକୁ ନେଇ ଦ୍ୱନ୍ଦ୍ୱରେ ଅଛନ୍ତି ଅଭିଭାବକ । ଏମିତି ସମୟରେ ପିଲାଙ୍କୁ ସତର୍କତାର ସହ ସ୍କୁଲ ଛାଡିବାକୁ ପରାମର୍ଶ ଦେଇଛନ୍ତି ଡାକ୍ତର । ଗତକାଲି ମୁଖ୍ୟମନ୍ତ୍ରୀ ମଧ୍ୟ ପିଲାଙ୍କୁ ସ୍କୁଲ ଛାଡିବାକୁ ଅଭିଭାବକଙ୍କୁ ପରାମର୍ଶ ଦେଇଥିଲେ ।
ସଂକ୍ରମଣ କମିବା ପରେ ଅଷ୍ଟମରୁ ଦଶମ ଶ୍ରେଣୀ ଅଫଲାଇନ ପାଠପଢ଼ା ଆରମ୍ଭ ହୋଇଛି । ୧୪ରୁ କେଜିରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ କ୍ଲାସରୁମ୍ ପାଠପଢ଼ା ଆରମ୍ଭ ହେବ । ଦୀର୍ଘ ଦୁଇ ବର୍ଷ ପରେ ସ୍କୁଲ ଖୋଲିବାକୁ ଯାଉଥିବାରୁ ପିଲାଙ୍କ ଭିତରେ ଉତ୍ସାହ ବି ରହିଛି । ହେଲେ ଏବେ ପିଲାଙ୍କୁ ସ୍କୁଲକୁ ପଠାଇବେ କି ନାହିଁ ଏନେଇ ଅନେକ ଅଭିଭାବକ ଦ୍ୱନ୍ଦ୍ୱରେ ଅଛନ୍ତି । ତେବେ ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ମତ ହେଉଛି, ସଂକ୍ରମଣ କମୁଥିବାରୁ ବର୍ତମାନ ସମୟରେ ସ୍କୁଲ ଖୋଲାଯିବା ଆବଶ୍ୟକ ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।