EnewsOdia.Com

ଅସ୍ତରଙ୍ଗର ଉଦୟକାଣି ଅଞ୍ଚଳକୁ ମାଡ଼ି ଆସୁଛି ସମୁଦ୍ର

ଗାଁ ଭିତରକୁ ମାଡ଼ି ଆସୁଛି ସମୁଦ୍ର। ଫଳରେ ଏବେ ଆତଙ୍କିତ ହୋଇପଡ଼ିଛନ୍ତି ପୁରୀ ଜିଲ୍ଲା ଅସ୍ତରଙ୍ଗ ଅଞ୍ଚଳର ଲୋକେ।ଉଦୟକାଣି ଅଞ୍ଚଳର ଥିବା ୫ଟି ଗାଁରେ ଏବେ ମାଡ଼ି ଆସିଛି ସମୁଦ୍ର ଜୁଆର। ଏହି ଗାଁ ଗୁଡ଼ିକ ସମୁଦ୍ର କୂଳଠାରୁ ୨୦୦ ମିଟର ଦୂରରେ ରହିଛି।

ସମୁଦ୍ର ଜୁଆର ଚାଷ ଜମିରେ ପଶିବା ଯୋଗୁ ବାଲି ଚରି ଯାଉଛି। ଏହାଫଳରେ ଚାଷ ବ୍ୟାପକ ପରିମାଣର କ୍ଷତି ହେଉଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ସମୁଦ୍ର ମାଡି ଆସୁଥିବା ନେଇ ଏହାର ମୁକାବିଲା ଲାଗି ସରକାରଙ୍କ ପକ୍ଷରୁ କିଆ ବାଡ ବ୍ୟବସ୍ଥା କରାଯାଇଥିଲେ ବି ଏହା କିଛି କାମ ଦେଉନାହିଁ।

ପଢନ୍ତୁ: ରାଜ୍ୟ କଂଗ୍ରେସରେ ନିରଞ୍ଜନ ହଟାଅ ମେଳି !

ସମ୍ବନ୍ଧିତ ଖବର

ଦୀପାବଳିରେ ଦିଲ୍ଲୀରେ ସୀମା ଟପିଲା ପ୍ରଦୂଷଣ ହାର

Ratnamani Maharana

ଆଜି ପୌଷ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦେବାଭିଷେକ

Ratnamani Maharana

ପ୍ଲାଷ୍ଟିକର ବିକଳ୍ପ ଭାବେ ତିଆରି ହେଉଛି ଘାସରେ ତିଆରି ଷ୍ଟ୍ର’

Ratnamani Maharana

୭୦ ବର୍ଷ ହେବ ନଖାଇ ନପିଇ ବଞ୍ଚିଛନ୍ତି ଏହି ବ୍ୟକ୍ତି

Ratnamani Maharana

ପ୍ରତିବର୍ଷ କାର୍ତ୍ତିକ ପୁର୍ନିମାରେ ଆୟୋଜିତ ହୁଏ ଭିକ୍ଷୁକ ମେଳା

Ratnamani Maharana

ଆଜିଠାରୁ ରାଜଧାନୀରେ ଗଡିବ ସ୍ମାର୍ଟ ଅଟୋ

Ratnamani Maharana