ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ଆଜିଠାରୁ ସଂସଦରେ ଦ୍ବିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆରମ୍ଭ ହେଉଛି। ଦ୍ବିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ମାର୍ଚ୍ଚ ୧୩ରେ ଆରମ୍ଭ ହୋଇ ଏପ୍ରିଲ ୬ରେ ଶେଷ ହେବ।
ଆଜିଠାରୁ ସଂସଦରେ ଦ୍ବିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆରମ୍ଭ ହେଉଛି। ଦ୍ବିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ମାର୍ଚ୍ଚ ୧୩ରେ ଆରମ୍ଭ ହୋଇ ଏପ୍ରିଲ ୬ରେ ଶେଷ ହେବ। ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ସମୁଦାୟ ୧୭ଟି କାର୍ଯ୍ୟ ଦିବସ ରହିବ । ଏକ ମାସର ବ୍ୟବଧାନ ପରେ ବଜେଟ୍ ଅଧିବେଶନ ପୁଣି ଆରମ୍ଭ ହେବାକୁ ଯାଉଥିବାରୁ ଅଧିବେଶନ କାଳରେ ବିଭାଗୀୟ ସଂସଦୀୟ ସ୍ଥାୟୀ କମିଟି, ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗୀୟ ଅନୁଦାନ ସମ୍ପର୍କିତ ଆଲୋଚନା ହେବ।
ସୂଚନାନୁସାରେ, ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନରେ ଅନେକ ଗୁରୁତ୍ବପୂର୍ଣ୍ଣ ବିଲ୍ ଗୃହୀତ ହେବାର କାର୍ଯ୍ୟକ୍ରମ ଅଛି। ପ୍ରାୟ ୨୬ଟି ବିଲ୍ ଏବେ ରାଜ୍ୟସଭାରେ ଏବଂ ୯ଟି ବିଲ୍ ଲୋକସଭାରେ ଗୃହୀତ ହେବାପାଇଁ ପଡ଼ି ରହିଛି। ୨ଟି ବିଲ୍ ତଥା ବହୁ ମଲ୍ଟି ଷ୍ଟେଟ୍ କୋଅପରେଟିଭ୍ (ସଂଶୋଧନ) ବିଲ୍-୨୦୨୨ ଏବଂ ଜନ ବିଶ୍ବାସ ( ବ୍ୟବସ୍ଥାବଳି ସଂଶୋଧନ ) ବିଲ୍ , ୨୦୨୨କୁ ଗତ ଶୀତ ଅଧିବେଶନରେ ସରକାରଙ୍କର ଏକ ଯୁଗ୍ମ କମିଟିକୁ ପଠାଯାଇଥିଲା। ଏହି ବିଲ୍କୁ କମିଟି ଦ୍ବାରା ଯାଞ୍ଚ କରାଯାଉଛି। ମଲ୍ଟି ଷ୍ଟେଟ୍ କୋଅପରେଟିଭ୍ ବିଲ୍ ସଂକ୍ରାନ୍ତରେ ଆଲୋଚନା କରିଥିବା ସିପି ଯୋଶୀଙ୍କ ନେତୃତ୍ବାଧୀନ କମିଟି ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନରେ ଏହାର ରିପୋର୍ଟ ଦାଖଲ କରିବ। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ନେତୃତ୍ବରେ ବିରୋଧ ଦଳ ବୈଠକ କରିବେ। ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ଘେରିବା ପାଇଁ ରଣନୀତି ପ୍ରସ୍ତୁତ କରିବେ । ଏଥର ବି ଆଦାନୀ ଓ ହିଣ୍ଡେନବର୍ଗ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିବେ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।