୩ ମାସ ବଢିଲା ମାଗଣାରେ ଆଧାର ବିବରଣୀ ଅପ୍ଡେଟ୍
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
Loading...
ଓଲିଉଡ ଜଗତକୁ ପୁଣି ଦୁଃଖ ଖବର। ଜଣଙ୍କ ପରେ ଜଣେ ଅଭିନେତାଙ୍କ ଦେହାନ୍ତ ହେଉଛି।
ଓଲିଉଡ ଜଗତକୁ ପୁଣି ଦୁଃଖ ଖବର। ଜଣଙ୍କ ପରେ ଜଣେ ଅଭିନେତାଙ୍କ ଦେହାନ୍ତ ହେଉଛି। ବରିଷ୍ଠ ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ ଘଟିଛି । ଓଲିଉଡ ଜଗତରେ ଦୁଃଖର ଲହରୀ ଖେଳିଯାଇଛି। ହୃଦଘାତରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ 68 ବର୍ଷ ହୋଇଥିଲା । ଓଡ଼ିଆ ସିନେମା କ୍ରାନ୍ତିଧାରା ଓ ଟେଲି ଫିଲ୍ମ ପ୍ରାୟଶ୍ଚିତରେ ସେ ଅଭିନୟ କରିଥିଲେ । ଓଡ଼ିଆ ସିନେମା ଓ ଅନେକ ଧାରାବାହିକରେ ସେ ଅଭିନୟ କରି ଦର୍ଶକଙ୍କ ଅତି ପରିଚିତ ହୋଇଥିଲେ । ହୁଏତ ସେ ଆଉ ଆମ ଗହଣରେ ନାହାନ୍ତି, କିନ୍ତୁ ସର୍ବଦା ଆମ ହୃଦୟରେ ରହିବେ।
Shakespeare, in the beautiful garden, among the party. Some of the hall: in fact she was ever to.
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
‘ପ୍ରବର୍ତ୍ତନ ନିର୍ଦେଶାଳୟ’ ତରଫରୁ ‘ଇଣ୍ଟର୍ପୋଲ୍’ ଜାରି କରିଥିବା ‘ରେଡ୍ ନୋଟିସ୍’ ଆଧାରରେ ‘ମହାଦେବ ଅନ୍ଲାଇନ୍ ବେଟିଙ୍ଗ୍ ଆପ୍’ର ୨ଜଣ ମୁଖ୍ୟ ମାଲିକଙ୍କ ମଧ୍ୟରେ ଅନ୍ୟତମ ରବି ଉପ୍ପଲଙ୍କୁ ଦୁବାଇରେ ସ୍ଥାନୀୟ ପୁଲିସ ଅଟକ ରଖିଥିବା କଥା ଆଜି ସରକାରୀ ଅଧିକାରୀମାନେ କହିଛନ୍ତି।
ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।