ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଜେଡିୟୁର ପୂର୍ବତନ ଅଧ୍ୟକ୍ଷ ଶରଦ ଯାଦବଙ୍କର ଆଜି ହେବ ଶେଷକୃତ୍ୟ । ମଧ୍ୟପ୍ରଦେଶର ପୈତୃକ ଗାଁ ହୋସଙ୍ଗାବାଦରେ ଅନ୍ତିମ ସଂସ୍କାର କରାଯିବ । ଏହାପୂର୍ବରୁ ଦିଲ୍ଲୀ ସ୍ଥିତ ଘରେ ଶରଦଙ୍କର ଶେଷ ଦର୍ଶନ କରିଛନ୍ତି ବରିଷ୍ଠ ନେତା ଓ ବ୍ୟକ୍ତିବିଶେଷ ।
ଜେଡିୟୁର ପୂର୍ବତନ ଅଧ୍ୟକ୍ଷ ଶରଦ ଯାଦବଙ୍କର ଆଜି ହେବ ଶେଷକୃତ୍ୟ । ମଧ୍ୟପ୍ରଦେଶର ପୈତୃକ ଗାଁ ହୋସଙ୍ଗାବାଦରେ ଅନ୍ତିମ ସଂସ୍କାର କରାଯିବ । ଏହାପୂର୍ବରୁ ଦିଲ୍ଲୀ ସ୍ଥିତ ଘରେ ଶରଦଙ୍କର ଶେଷ ଦର୍ଶନ କରିଛନ୍ତି ବରିଷ୍ଠ ନେତା ଓ ବ୍ୟକ୍ତିବିଶେଷ । ଗତ ୧୨ ତାରିଖରେ ଗୁରୁଗ୍ରାମର ଫର୍ଟିସ ହସ୍ପିଟାଲରେ ୭୫ ବର୍ଷ ବୟସରେ ଶରଦ ଯାଦବଙ୍କ ପରଲୋକ ହୋଇଥିଲା । ବିୟୋଗ ନେଇ ଝିଅ ଶୁଭାଷିନୀ ସୂଚନା ଦେଇଥିଲେ । ୭ ଥର ଲୋକସଭା ଓ ୩ ଥର ରାଜ୍ୟସଭାକୁ ଯାଇଥିଲେ ଶରଦ ଯାଦବ ।
ଜେଡିୟୁର ପ୍ରଥମ ଜାତୀୟ ସଭାପତି ଥିଲେ ଶରଦ ଯାଦବ । ବିହାର ରାଜନୀତିରେ ଏକ ଅଲଗା ଚେହେରା ସୃଷ୍ଟି କରିଥିଲେ ଶରଦ ଯାଦବ । ୧୯୭୪ ମସିହାରେ ମଧ୍ୟପ୍ରଦେଶର ଜବଲପୁରରୁ ପ୍ରଥମ ଥର ପାଇଁ ଲୋକସଭାକୁ ହୋଇଥିଲେ ନିର୍ବାଚିତ । ଜେପି ମୁଭମେଣ୍ଟ ସମୟରେ ଚର୍ଚ୍ଚାକୁ ଆସିଥିଲେ ଶରଦ ଯାଦବ । ଅଟଳ ବିହାରୀ ବାଜପେୟୀ ଓ ଭିପି ସିଂହଙ୍କ ସରକାର ସମୟରେ କ୍ୟାବିନେଟ୍ ମନ୍ତ୍ରୀ ଥିଲେ । ୧୯୯୭ରେ ଜନତା ଦଳ ୟୁନାଇଟେଡର ସଭାପତି ଥିଲେ । ଶରଦ ଯାଦବଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକ ପ୍ରକାଶ ପାଇଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।