ଯାତ୍ରା ଅଭିନେତ୍ରୀ ନିଶା ଅଳ୍ପ ସମୟ କଲେ ଷ୍ଟେଜ୍ ସୋ, ତାତିଲେ ଲୋକ
ଗତକାଲି କିଶୋରନଗର ବରପଡ଼ିଆରେ ଓଡ଼ିଶା ସମ୍ରାଟର ଯାତ୍ରା ଚାଲିଥିଲା। ଯାତ୍ରା ଦେଖିବା ପାଇଁ ଲୋକଙ୍କ ଖଚାଖଚ ଭିଡ଼ ଜମିଥିଲା।
Loading...
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିବେ। ଆସନ୍ତା ମେ’ ୪ରୁ ୬ତାରିଖ ପର୍ଯ୍ୟନ୍ତ ଜିଲାର ରାଇରଙ୍ଗପୁର, ପାହାଡ଼ପୁର ଓ ବାରିପଦାର ବିଭିନ୍ନ ସ୍ଥାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ସେ ଯୋଗଦେବେ।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିବେ। ଆସନ୍ତା ମେ’ ୪ରୁ ୬ତାରିଖ ପର୍ଯ୍ୟନ୍ତ ଜିଲାର ରାଇରଙ୍ଗପୁର, ପାହାଡ଼ପୁର ଓ ବାରିପଦାର ବିଭିନ୍ନ ସ୍ଥାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ସେ ଯୋଗଦେବେ। ତେବେ ରାଷ୍ଟ୍ରପତିଙ୍କ ଶିମିଳିପାଳ ଅଭୟାରଣ୍ୟ ପରିଦର୍ଶନ କାର୍ଯ୍ୟକ୍ରମକୁ ଆଖି ଆଗରେ ରଖି ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟକୁ ଆସନ୍ତା ୪ ଓ ୫ ତାରିଖ ଦୁଇ ଦିନ ବନ୍ଦ କରିଦିଆଯାଇଛି। ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ପ୍ରକାଶ ଚାନ୍ଦ ଗୋଗିନାନୀ ସୂଚନା ଦେଇଛନ୍ତି। ଶିମିଳିପାଳ ଅଭୟାରଣ୍ୟକୁ ରାଷ୍ଟ୍ରପତି ପ୍ରଥମ ଥର ପାଇଁ ଆସୁଛନ୍ତି, ଯାହାକି ବିଶେଷ କରି ଶିମିଳିପାଳ ପାଇଁ ଗର୍ବ ଓ ଗୌରବର ବିଷୟ। ଏହାକୁ ଦୃଷ୍ଟିରେ ରଖି ଶିମିଳିପାଳ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସମସ୍ତ ପ୍ରକାର ସୁରକ୍ଷା, ଆତିଥ୍ୟସେବା ଓ ପରିଦର୍ଶନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି ବୋଲି ଶ୍ରୀ ଗୋଗିନେନୀ କହିଛନ୍ତି। ରାଷ୍ଟ୍ରପତି ୪ତାରିଖ ପୂର୍ବାହ୍ନରେ ଯଶୀପୁର ହେଲିପ୍ୟାଡରୁ ଓହ୍ଲାଇ ସଡ଼କ ପଥରେ ସ୍ବତନ୍ତ୍ର ଗାଡିରେ ଶିମିଳିପାଳ ଗସ୍ତ କରି ଅପରାହ୍ନରେ ପୁନର୍ବାର ଯଶୀପୁର ହେଲିପ୍ୟାଡକୁ ଫେରିଯିବେ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତକାଲି କିଶୋରନଗର ବରପଡ଼ିଆରେ ଓଡ଼ିଶା ସମ୍ରାଟର ଯାତ୍ରା ଚାଲିଥିଲା। ଯାତ୍ରା ଦେଖିବା ପାଇଁ ଲୋକଙ୍କ ଖଚାଖଚ ଭିଡ଼ ଜମିଥିଲା।
ସୌରୀନ ଦୀର୍ଘ ଦିନ ଧରି ଧରା ଛୁଆଁ ନେଦେବାରୁ ଏହି ପଦକ୍ଷେପ ଗ୍ରହଣ କଲା ପୁଲିସ ।
ନିଜ ପୋଷାକକୁ ନେଇ ସବୁବେଳେ ବିବାଦରେ ରହୁଥିବା ଉର୍ଫି ଏବେ ନିର୍ବନ୍ଧ କରିଥିବା ନେଇ ଚର୍ଚ୍ଚା ହେଉଛି।