ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
କର୍ଣ୍ଣାଟକା ହାଇ ପଲଟିକାଲ ଡ୍ରାମାରେ ବାଜିମାରିନେଲେ ସିଦ୍ଦରମୈୟା। ଶେଷରେ ବରିଷ୍ଠ କଂଗ୍ରେସ ନେତା ସିଦ୍ଦରମୈୟା କର୍ଣ୍ଣାଟକା ମୁଖ୍ୟମନ୍ତ୍ରୀ ହେବାନେଇ ସ୍ପଷ୍ଟ କରିଛି କଂଗ୍ରେସ। ଶିବକୁମାରଙ୍କୁ କଂଗ୍ରେସ ପକ୍ଷରୁ ଡେପୁଟି ସିଏମ୍ ହେବାନେଇ ସୂଚନା ମିଳିଛି।
କର୍ଣ୍ଣାଟକା ହାଇ ପଲଟିକାଲ ଡ୍ରାମାରେ ବାଜିମାରିନେଲେ ସିଦ୍ଦରମୈୟା। ଶେଷରେ ବରିଷ୍ଠ କଂଗ୍ରେସ ନେତା ସିଦ୍ଦରମୈୟା କର୍ଣ୍ଣାଟକା ମୁଖ୍ୟମନ୍ତ୍ରୀ ହେବାନେଇ ସ୍ପଷ୍ଟ କରିଛି କଂଗ୍ରେସ। ଶିବକୁମାରଙ୍କୁ କଂଗ୍ରେସ ପକ୍ଷରୁ ଡେପୁଟି ସିଏମ୍ ହେବାନେଇ ସୂଚନା ମିଳିଛି। ଶପଥ ଗ୍ରହଣ ସମାହୋର ଆସନ୍ତା ୨୦ ତାରିଖ ମଧ୍ୟାହ୍ନ ୧୨ଟା୩୦ରେ ବାଙ୍ଗାଲୁରୁରେ ହେବ । ଏନେଇ ବିଭିନ୍ନ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶିତ ହୋଇଛି ।
ସୂଚନାନୁସାରେ, କର୍ନାଟକ ବିଧାନସଭା ନିର୍ବାଚନ ଫଳ ମେ’ ୧୩ରେ ଆସିଥିଲା। ୨୨୪ ଆସନ ମଧ୍ୟରୁ କଂଗ୍ରେସ ୧୩୫ ଦଖଲକରି ଅଭୂତପୂର୍ବ ବିଜୟ ହାସଲ କରିଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।