Loading...

ଗୁଜରାଟକୁ ହରାଇ ଫାଇନାଲରେ ପ୍ରବେଶ କଲା ଚେନ୍ନାଇ ସୁପର କିଙ୍ଗ୍ସ

ଗୁଜରାଟକୁ ହରାଇ ଫାଇନାଲରେ ପ୍ରବେଶ କଲା ଚେନ୍ନାଇ ସୁପର କିଙ୍ଗ୍ସ

ପଞ୍ଚମ ଆଇପିଏଲ୍‌ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍‌ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍‌ରେ ପ୍ରବେଶ କରିଛି ଧୋନୀ ବାହିନୀ।

ପଞ୍ଚମ ଆଇପିଏଲ୍‌ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍‌ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍‌ରେ ପ୍ରବେଶ କରିଛି ଧୋନୀ ବାହିନୀ। ମଙ୍ଗଳବାର ଚେନ୍ନାଇର ଚେପକ୍ ଷ୍ଟାଡ଼ିୟମ୍‌ରେ ଖେଳାଯାଇଥିବା କ୍ବାଲିଫାୟାର୍-୧ରେ ମାହି ସେନା ଦଳଗତ ପ୍ରଦର୍ଶନ ବଳରେ ଦ୍ବିତୀୟ ସ‌ୁଯୋଗକୁ ଅପେକ୍ଷା ନ କରି ସିଧାସଳଖ ଟ୍ରଫି ଟକ୍କରରେ ପହଞ୍ଚିଯାଇଛି।ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭରରେ ୧୭୨ ରନ କରିଥିଲା ଚେନ୍ନାଇ ସୁପର କିଙ୍ଗ୍ସ । ଜବାବରେ ୧୫୭ରନରେ ଅଲଆଉଟ ହୋଇଗଲା ଗୁଜରାଟ ଟାଇଟନ୍ସ ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.