ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆସନ୍ତା କାର୍ତ୍ତିକ ମାସରେ ଉଭୟ ଚନ୍ଦ୍ରଗ୍ରହଣ ଓ ସୂର୍ଯ୍ୟପରାଗ ପଡ଼ୁଛି। ଏହି ସମୟରେ ପାକତ୍ୟାଗ ଓ ହାଣ୍ଡିଛାଡ଼ ରହୁଛି। ଅକ୍ଟୋବର ୨୫ ତାରିଖରେ କେତୁଗ୍ରସ୍ତ ଖଣ୍ଡ ଗ୍ରାସ ସୂର୍ଯ୍ୟପରାଗ ପଡ଼ୁଛି।
ଆସନ୍ତା କାର୍ତ୍ତିକ ମାସରେ ଉଭୟ ଚନ୍ଦ୍ରଗ୍ରହଣ ଓ ସୂର୍ଯ୍ୟପରାଗ ପଡ଼ୁଛି। ଏହି ସମୟରେ ପାକତ୍ୟାଗ ଓ ହାଣ୍ଡିଛାଡ଼ ରହୁଛି। ଅକ୍ଟୋବର ୨୫ ତାରିଖରେ କେତୁଗ୍ରସ୍ତ ଖଣ୍ଡ ଗ୍ରାସ ସୂର୍ଯ୍ୟପରାଗ ପଡ଼ୁଛି। ଏହିଦିନ ଅପରାହ୍ଣ ୪ଟା ୫୬ ମିନିଟ୍ ୫୨ ସେକେଣ୍ଡରେ ଗ୍ରହଣ ସ୍ପର୍ଶ କରିବ। ଏଣୁ ଏହିଦିନ ଭୋର ୪ଟା ୫୭ରୁ ଅନ୍ନଭୋଜନ, ପାକତ୍ୟାଗ ଓ ଦେବନୀତି ନିଷେଧ କରାଯାଇଛି।ନଭେମ୍ବର ୮ ତାରିଖରେ ଅପରାହ୍ଣ ୨ଟା ୩୮ ମିନିଟ୍ ୧୪ ସେକେଣ୍ଡରେ ଗ୍ରହଣ ସ୍ପର୍ଶ କରୁଛି। ଏଣୁ ଏହିଦିନ ସକାଳ ୮ଟା ୨୯ରୁ ଅନ୍ନଭୋଜନ, ପାକ କର୍ମ ଓ ଦେବନୀତି ନିଷେଧ କରାଯାଇଛି। ଏହି ଗ୍ରହଣ ସର୍ବମୋକ୍ଷ ସଂଧ୍ୟା ୬ଟା ୧୮ ମିନିଟ୍ ୪୭ ସେକେଣ୍ଡରେ ହେବ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।