ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆଜି ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ ସଂଶୋଧନକୁ ମିଳିଛି କ୍ୟାବିନେଟ ମଞ୍ଜୁରୀ । ଏଣିକି ୨୨୫୦ ମାର୍କର ପରୀକ୍ଷା ବଦଳରେ ୨୦୦୦ ମାର୍କର ପରୀକ୍ଷା ଦେବେ ପରୀକ୍ଷାର୍ଥୀ।
ଓଡ଼ିଶା ଛାତ୍ରଛାତ୍ରୀ ସିଭିଲ ସର୍ଭିସେସ ପରୀକ୍ଷାରେ କିଭଳି ଭଲ ପ୍ରଦର୍ଶନ କରିବେ, ଏହାକୁ ନେଇ ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି। ସର୍ବଭାରତୀୟ ସ୍ତରର ସିଭିଲ ସର୍ଭିସ ଭଳି ରାଜ୍ୟର ସିଭିଲ ସର୍ଭିସ ପରୀକ୍ଷାରେ ଛାତ୍ରଛାତ୍ରୀ ଗୋଟିଏ ଇଚ୍ଛାଧିନ ବିଷୟରେ ପରୀକ୍ଷା ଦେବେ। ପୂର୍ବରୁ ଦୁଇଟି ଇଚ୍ଛାଧିନ ବିଷୟ ରହୁଥିଲା। ଆଜି ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ ସଂଶୋଧନକୁ ମିଳିଛି କ୍ୟାବିନେଟ ମଞ୍ଜୁରୀ । ଏଣିକି ୨୨୫୦ ମାର୍କର ପରୀକ୍ଷା ବଦଳରେ ୨୦୦୦ ମାର୍କର ପରୀକ୍ଷା ଦେବେ ପରୀକ୍ଷାର୍ଥୀ। କ୍ୟାବିନେଟର ଏହି ନିଷ୍ପତ୍ତି ଫଳରେ ଛାତ୍ରଛାତ୍ରୀଙ୍କୁ ରାଜ୍ୟର ସିଭିଲ ସର୍ଭିସ ସହ ସର୍ବ ଭାରତୀୟ ସ୍ତରର ପରୀକ୍ଷା ଲାଗି ପ୍ରସ୍ତୁତ ହେବାକୁ ଉତ୍ତମ ସୁଯୋଗ ମିଳିବ। ସର୍ବଭାରତୀୟ ସ୍ତରର ସିଭିଲ ସର୍ଭିସ୍ ପରୀକ୍ଷାରେ ଓଡ଼ିଆ ଛାତ୍ରଛାତ୍ରୀ ଭଲ ପ୍ରଦର୍ଶନ କରିବେ ବୋଲି ଆଶା କରାଯାଉଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।